YouVersion Logo
Search Icon

ଆଦି ପୁସ୍ତକ 14:22-23

ଆଦି ପୁସ୍ତକ 14:22-23 OERV

କିନ୍ତୁ ଅବ୍ରାମ ସଦୋମର ରାଜାଙ୍କୁ ଉତ୍ତର ଦେଇ କହିଲେ, “ମୁଁ ସ୍ୱର୍ଗ ଓ ପୃଥିବୀର ଅଧିକାରୀ ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହସ୍ତ ଉଠାଇ କହିଅଛି ଯେ, ମୁଁ ପ୍ରତିଜ୍ଞା କରିଛି ଯେ ମୁଁ ତୁମ୍ଭର କିଛି ରଖିବି ନାହିଁ। ଏପରିକି ତୁମ୍ଭ ପାଖରେ ଥିବା ସୂତା କିମ୍ବା ଜୋତାର ବନ୍ଧନୀ ମଧ୍ୟ ନେବି ନାହିଁ। ମୁଁ ତୁମ୍ଭକୁ କହିବାକୁ ଗ୍ଭହେଁ ନାହିଁ, ‘ମୁଁ ଅବ୍ରାମଙ୍କୁ ଧନି କରିଛି।’

Free Reading Plans and Devotionals related to ଆଦି ପୁସ୍ତକ 14:22-23