YouVersion Logo
Search Icon

ଆଦି ପୁସ୍ତକ 9:12-13

ଆଦି ପୁସ୍ତକ 9:12-13 OERV

ଏବଂ ପରମେଶ୍ୱର କହିଲେ, “ମୁଁ ତୁମ୍ଭମାନଙ୍କୁ କିଛି ପ୍ରମାଣ ଦେବି ଯେ ମୁଁ ତୁମ୍ଭମାନଙ୍କ ସହିତ ପ୍ରତିଜ୍ଞା କରିଅଛି। ଏହି ଚିହ୍ନ ତୁମ୍ଭକୁ ଦେଖାଇବ ଯେ ମୁଁ ତୁମ୍ଭମାନଙ୍କ ସହିତ ଏବଂ ପ୍ରତ୍ୟେକ ଜୀବନ୍ତ ପ୍ରାଣୀମାନଙ୍କ ସହିତ ନିୟମ କରିଅଛି। ଏହି ନିୟମ ସବୁଦିନ ପାଇଁ ସ୍ଥାୟୀ ହେବ। ଏହା ହିଁ ତୋରଣ ପ୍ରମାଣ। ମୁଁ ମୋହର ମେଘଧନୁ ମେଘରେ ସ୍ଥାପନ କରିଅଛି। ତାହା ପୃଥିବୀ ସହିତ ମୋର ଚୁକ୍ତିର ଚିହ୍ନ ହେବ।

Free Reading Plans and Devotionals related to ଆଦି ପୁସ୍ତକ 9:12-13