ହବକ୍କୂକ 3:17-18
ହବକ୍କୂକ 3:17-18 OERV
ଡିମ୍ବିରି ଗଛରେ ଡିମ୍ବିରି ଫଳି ନ ପାରେ, ଦ୍ରାକ୍ଷାଲତାରେ ଅଙ୍ଗୁର ଫଳି ନ ପାରେ, ଅଲିଭ ଗଛରେ ଅଲିଭ୍ ଉତ୍ପନ୍ନ ନ ହୋଇପାରେ, କ୍ଷେତରେ ଖାଦ୍ୟଶସ୍ୟ ନ ହୋଇପାରେ, ମେଣ୍ଢାଶାଳରେ ମେଣ୍ଢା ନ ରହିପାରନ୍ତି ଓ ଶସ୍ୟଖଳାରେ ଗୋରୁପଲ ନ ଥାଇ ପାରନ୍ତି। କିନ୍ତୁ ମୁଁ ତଥାପି ସଦାପ୍ରଭୁଙ୍କଠାରେ ଆନନ୍ଦ କରିବି ଏବଂ ପରମେଶ୍ୱରଙ୍କୁ ମୋର ତ୍ରାଣକର୍ତ୍ତା ଭାବି ଖୁସୀ ହେବି।








