YouVersion Logo
Search Icon

ଯୋୟେଲ 3:15-16

ଯୋୟେଲ 3:15-16 OERV

ସୂର୍ଯ୍ୟ ଚନ୍ଦ୍ର ଅନ୍ଧକାରମୟ ହେବ ଏବଂ ତାରକାଗଣ କିରଣ ଦେବା ବନ୍ଦ କରି ଦେବେ। ପୁଣି ସଦାପ୍ରଭୁ ପରମେଶ୍ୱର ସିୟୋନରୁ ଚିତ୍କାର କରିବେ, ସେ ଯିରୁଶାଲମରୁ ମଧ୍ୟ ଚିତ୍କାର କରିବେ। ସେହି ଚିତ୍କାରରେ ଆକାଶ ଓ ପୃଥିବୀ ଥରି ଉଠିବ। ମାତ୍ର ସଦାପ୍ରଭୁ ପରମେଶ୍ୱର ତାଙ୍କ ସନ୍ତାନଗଣଙ୍କ ପାଇଁ ନିରାପଦ ସ୍ଥାନ ହେବ। ସେ ମଧ୍ୟ ଇସ୍ରାଏଲର ଲୋକମାନଙ୍କ ପାଇଁ ନିରାପଦ ସ୍ଥାନ ହେବେ।

Free Reading Plans and Devotionals related to ଯୋୟେଲ 3:15-16