YouVersion Logo
Search Icon

ମାଥିଉ 2:1-2

ମାଥିଉ 2:1-2 OERV

ହେରୋଦଙ୍କ ରାଜତ୍ୱକାଳରେ ଯିହୂଦା ରାଜ୍ୟର ବେ‌‌‌‌‌‌ଥ୍‌‌‌‌‌‌ଲେହିମ ନଗରରେ ଯୀଶୁ ଜନ୍ମ ହେଲେ। ଯୀଶୁ ଜନ୍ମ ହେବା ପରେ ପୂର୍ବ ଦେଶର କେତେକ ପଣ୍ଡିତ ଯିରୁଶାଲମକୁ ଆସିଲେ। ସେମାନେ ପଗ୍ଭରିଲେ, “ଯିହୂଦୀମାନଙ୍କର ରାଜା ସେହି ନବଜାତ ଶିଶୁ କେଉଁଠାରେ? କାରଣ ଆମ୍ଭେ ପୂର୍ବ ଦେଶରେ ତାହାଙ୍କ ତାରା ଉଠିଥିବାର ଦେଖିଲୁ। ସେହି ତାରା ପ୍ରକାଶ କରେ ଯେ, ସେ ଜନ୍ମ ହୋଇଛନ୍ତି, ତେଣୁ ଆମ୍ଭେ ତାହାଙ୍କୁ ପ୍ରଣାମ କରିବାକୁ ଆସିଛୁ।”

Verse Image for ମାଥିଉ 2:1-2

ମାଥିଉ 2:1-2 - ହେରୋଦଙ୍କ ରାଜତ୍ୱକାଳରେ ଯିହୂଦା ରାଜ୍ୟର ବେ‌‌‌‌‌‌ଥ୍‌‌‌‌‌‌ଲେହିମ ନଗରରେ ଯୀଶୁ ଜନ୍ମ ହେଲେ। ଯୀଶୁ ଜନ୍ମ ହେବା ପରେ ପୂର୍ବ ଦେଶର କେତେକ ପଣ୍ଡିତ ଯିରୁଶାଲମକୁ ଆସିଲେ। ସେମାନେ ପଗ୍ଭରିଲେ, “ଯିହୂଦୀମାନଙ୍କର ରାଜା ସେହି ନବଜାତ ଶିଶୁ କେଉଁଠାରେ? କାରଣ ଆମ୍ଭେ ପୂର୍ବ ଦେଶରେ ତାହାଙ୍କ ତାରା ଉଠିଥିବାର ଦେଖିଲୁ। ସେହି ତାରା ପ୍ରକାଶ କରେ ଯେ, ସେ ଜନ୍ମ ହୋଇଛନ୍ତି, ତେଣୁ ଆମ୍ଭେ ତାହାଙ୍କୁ ପ୍ରଣାମ କରିବାକୁ ଆସିଛୁ।”

Free Reading Plans and Devotionals related to ମାଥିଉ 2:1-2