ମାଥିଉ 22:19-21
ମାଥିଉ 22:19-21 OERV
କର ଦେବା ପାଇଁ ବ୍ୟବହୃତ ହେଉଥିବା ଗୋଟେ ମୁଦ୍ରା ମୋତେ ଦେଖାଅ।” ସେମାନେ ଯୀଶୁଙ୍କୁ ଗୋଟିଏ ରୌପ୍ୟମୁଦ୍ରା ଦେଖାଇଲେ। ଯୀଶୁ ସେମାନଙ୍କୁ ପଗ୍ଭରିଲେ, “ଏ ମୁଦ୍ରାର ଉପରେ କାହାର ଛବି ଓ ନାମ ଖୋଦିତ ହୋଇଛି?” ଲୋକମାନେ କହିଲେ, “କାଇସରଙ୍କର।” ତା'ପରେ ଯୀଶୁ ସେମାନଙ୍କୁ କହିଲେ, “ଯାହା କାଇସରଙ୍କର ତାହା କାଇସରଙ୍କୁ ଦିଅ ଓ ଯାହା ପରମେଶ୍ୱରଙ୍କର, ତାହା ପରମେଶ୍ୱରଙ୍କୁ ଦିଅ।”





