ମାଥିଉ 22:37-39
ମାଥିଉ 22:37-39 OERV
ଯୀଶୁ କହିଲେ, “ତୁମ୍ଭେ ସମ୍ପୂର୍ଣ୍ଣ ହୃଦୟ, ସମ୍ପୂର୍ଣ୍ଣ ଆତ୍ମା ଓ ସମ୍ପୂର୍ଣ୍ଣ ମନ ଦେଇ ପ୍ରଭୁ ତୁମ୍ଭର ପରମେଶ୍ୱରଙ୍କୁ ପ୍ରେମ କରିବ।’ ଏହା ପ୍ରଥମ ଓ ସବୁଠାରୁ ମହତ୍ତ୍ୱପୂର୍ଣ୍ଣ ଆଦେଶ। ଦ୍ୱିତୀୟ ‘ଆଦେଶଟି ମଧ୍ୟ ପ୍ରଥମ ଆଦେଶ ଭଳି। ତାହା ହେଉଛି: ‘ତୁମ୍ଭେ ନିଜକୁ ଯେପରି ଭଲ ପାଅ, ଅନ୍ୟକୁ ମଧ୍ୟ ସେହିପରି ଭଲ ପାଅ।’











