ମାଥିଉ 28:10
ମାଥିଉ 28:10 OERV
ଯୀଶୁ ସେମାନଙ୍କୁ କହିଲେ, “ଭୟ କର ନାହିଁ। ତୁମ୍ଭେମାନେ ଯାଇ ମୋ’ ଭାଇମାନଙ୍କୁ କୁହ ଯେ, ସେମାନେ ଗାଲିଲୀ ଯାଆନ୍ତୁ। ସେମାନେ ମୋତେ ସେହିଠାରେ ଦେଖିବେ।”