ମାଥିଉ 28:19-20
ମାଥିଉ 28:19-20 OERV
ତେଣୁ ଯାଅ ଓ ସବୁ ଦେଶର ଲୋକମାନଙ୍କୁ ମୋର ଶିଷ୍ୟ କର। ପରମପିତା, ପୁତ୍ର ଓ ପବିତ୍ରଆତ୍ମାଙ୍କ ନାମରେ ତୁମ୍ଭେମାନେ ସେମାନଙ୍କୁ ବାପ୍ତିସ୍ମ ଦିଅ। ମୁଁ ତୁମ୍ଭମାନଙ୍କୁ ଯାହାସବୁ କହିଛି, ସେ ସବୁ କଥା ପାଳନ କରିବା ପାଇଁ ଲୋକମାନଙ୍କୁ ଶିକ୍ଷା ଦିଅ। ମୁଁ ତୁମ୍ଭମାନଙ୍କ ସହିତ ସଦାସର୍ବଦା ରହିବି ବୋଲି ତୁମ୍ଭେମାନେ ଦୃଢ଼ ବିଶ୍ୱାସ ରଖ। ଜଗତର ଶେଷ ସମୟ ପର୍ଯ୍ୟନ୍ତ ମଧ୍ୟ ମୁଁ ତୁମ୍ଭ ସଙ୍ଗେ ସଙ୍ଗେ ରହିବି।”














