YouVersion Logo
Search Icon

ମାଥିଉ 6:1

ମାଥିଉ 6:1 OERV

“ସାବଧାନ ରୁହ! ଯେତେବେଳେ ଭଲ କାମକର, ଲୋକମାନଙ୍କୁ ଜଣାଇବା ପାଇଁ କର ନାହିଁ। ଲୋକମାନେ ତାହା ଦେଖନ୍ତୁ ବୋଲି ତୁମ୍ଭେ ସେଗୁଡ଼ିକ କର ନାହିଁ। ତାହାହାଲେ ତୁମ୍ଭେ ସ୍ୱର୍ଗରେ ଥିବା ତୁମ୍ଭର ପରମପିତାଙ୍କଠାରୁ ପୁରସ୍କାର ପାଇ ପାରିବ ନାହିଁ।

Verse Images for ମାଥିଉ 6:1

ମାଥିଉ 6:1 - “ସାବଧାନ ରୁହ! ଯେତେବେଳେ ଭଲ କାମକର, ଲୋକମାନଙ୍କୁ ଜଣାଇବା ପାଇଁ କର ନାହିଁ। ଲୋକମାନେ ତାହା ଦେଖନ୍ତୁ ବୋଲି ତୁମ୍ଭେ ସେଗୁଡ଼ିକ କର ନାହିଁ। ତାହାହାଲେ ତୁମ୍ଭେ ସ୍ୱର୍ଗରେ ଥିବା ତୁମ୍ଭର ପରମପିତାଙ୍କଠାରୁ ପୁରସ୍କାର ପାଇ ପାରିବ ନାହିଁ।ମାଥିଉ 6:1 - “ସାବଧାନ ରୁହ! ଯେତେବେଳେ ଭଲ କାମକର, ଲୋକମାନଙ୍କୁ ଜଣାଇବା ପାଇଁ କର ନାହିଁ। ଲୋକମାନେ ତାହା ଦେଖନ୍ତୁ ବୋଲି ତୁମ୍ଭେ ସେଗୁଡ଼ିକ କର ନାହିଁ। ତାହାହାଲେ ତୁମ୍ଭେ ସ୍ୱର୍ଗରେ ଥିବା ତୁମ୍ଭର ପରମପିତାଙ୍କଠାରୁ ପୁରସ୍କାର ପାଇ ପାରିବ ନାହିଁ।