YouVersion Logo
Search Icon

ମାଥିଉ 6:19-21

ମାଥିଉ 6:19-21 OERV

“ନିଜ ପାଇଁ ଏ ସଂସାରରେ ଧନ ସଞ୍ଚୟ କର ନାହିଁ। ଏଠାରେ ପୋକ ଓ କଳଙ୍କ ଲାଗି ତାକୁ ନଷ୍ଟ କରିଦେବେ। ଗ୍ଭେର ପଶି ସିନ୍ଧି କାଟି ଗ୍ଭେରି କରିନେବ। ବରଂ ନିଜ ପାଇଁ ସ୍ୱର୍ଗରେ ଧନ ସଞ୍ଚୟ କର, ସେଠାରେ ତାକୁ ପୋକ କି କଳଙ୍କ ମଧ୍ୟ ନଷ୍ଟ କରି ପାରିବ ନାହିଁ। ସେଠାରେ ଗ୍ଭେର ବି ସିନ୍ଧି କାଟି ସେହିଧନ ଗ୍ଭେରାଇ କରି ନେଇ ପାରିବ ନାହିଁ। କାରଣ ଯେଉଁଠାରେ ତୁମ୍ଭର ଧନ, ସେଠାରେ ତୁମ୍ଭର ମନ।

Verse Images for ମାଥିଉ 6:19-21

ମାଥିଉ 6:19-21 - “ନିଜ ପାଇଁ ଏ ସଂସାରରେ ଧନ ସଞ୍ଚୟ କର ନାହିଁ। ଏଠାରେ ପୋକ ଓ କଳଙ୍କ ଲାଗି ତାକୁ ନଷ୍ଟ କରିଦେବେ। ଗ୍ଭେର ପଶି ସିନ୍ଧି କାଟି ଗ୍ଭେରି କରିନେବ। ବରଂ ନିଜ ପାଇଁ ସ୍ୱର୍ଗରେ ଧନ ସଞ୍ଚୟ କର, ସେଠାରେ ତାକୁ ପୋକ କି କଳଙ୍କ ମଧ୍ୟ ନଷ୍ଟ କରି ପାରିବ ନାହିଁ। ସେଠାରେ ଗ୍ଭେର ବି ସିନ୍ଧି କାଟି ସେହିଧନ ଗ୍ଭେରାଇ କରି ନେଇ ପାରିବ ନାହିଁ। କାରଣ ଯେଉଁଠାରେ ତୁମ୍ଭର ଧନ, ସେଠାରେ ତୁମ୍ଭର ମନ।ମାଥିଉ 6:19-21 - “ନିଜ ପାଇଁ ଏ ସଂସାରରେ ଧନ ସଞ୍ଚୟ କର ନାହିଁ। ଏଠାରେ ପୋକ ଓ କଳଙ୍କ ଲାଗି ତାକୁ ନଷ୍ଟ କରିଦେବେ। ଗ୍ଭେର ପଶି ସିନ୍ଧି କାଟି ଗ୍ଭେରି କରିନେବ। ବରଂ ନିଜ ପାଇଁ ସ୍ୱର୍ଗରେ ଧନ ସଞ୍ଚୟ କର, ସେଠାରେ ତାକୁ ପୋକ କି କଳଙ୍କ ମଧ୍ୟ ନଷ୍ଟ କରି ପାରିବ ନାହିଁ। ସେଠାରେ ଗ୍ଭେର ବି ସିନ୍ଧି କାଟି ସେହିଧନ ଗ୍ଭେରାଇ କରି ନେଇ ପାରିବ ନାହିଁ। କାରଣ ଯେଉଁଠାରେ ତୁମ୍ଭର ଧନ, ସେଠାରେ ତୁମ୍ଭର ମନ।ମାଥିଉ 6:19-21 - “ନିଜ ପାଇଁ ଏ ସଂସାରରେ ଧନ ସଞ୍ଚୟ କର ନାହିଁ। ଏଠାରେ ପୋକ ଓ କଳଙ୍କ ଲାଗି ତାକୁ ନଷ୍ଟ କରିଦେବେ। ଗ୍ଭେର ପଶି ସିନ୍ଧି କାଟି ଗ୍ଭେରି କରିନେବ। ବରଂ ନିଜ ପାଇଁ ସ୍ୱର୍ଗରେ ଧନ ସଞ୍ଚୟ କର, ସେଠାରେ ତାକୁ ପୋକ କି କଳଙ୍କ ମଧ୍ୟ ନଷ୍ଟ କରି ପାରିବ ନାହିଁ। ସେଠାରେ ଗ୍ଭେର ବି ସିନ୍ଧି କାଟି ସେହିଧନ ଗ୍ଭେରାଇ କରି ନେଇ ପାରିବ ନାହିଁ। କାରଣ ଯେଉଁଠାରେ ତୁମ୍ଭର ଧନ, ସେଠାରେ ତୁମ୍ଭର ମନ।

Free Reading Plans and Devotionals related to ମାଥିଉ 6:19-21