YouVersion Logo
Search Icon

ମାଥିଉ 7:1-2

ମାଥିଉ 7:1-2 OERV

“ଅନ୍ୟର ବିଗ୍ଭର କର ନାହିଁ, ତା'ହେଲେ ପରମେଶ୍ୱର ତୁମ୍ଭର ବିଗ୍ଭର କରିବେ ନାହିଁ। ତୁମ୍ଭେ ଅନ୍ୟର ବିଗ୍ଭର କଲେ ଠିକ୍ ସେହିଭଳି ତୁମ୍ଭର ବି ବିଗ୍ଭର କରାଯିବ। ତୁମ୍ଭେ ଅନ୍ୟକୁ ଯେଉଁଥିରେ ତଉଲିବ, ପରମେଶ୍ୱର ତୁମ୍ଭକୁ ସେହିଥିରେ ତଉଲିବେ। ତୁମ୍ଭେ ଅନ୍ୟକୁ କ୍ଷମା ଦେଲେ ତୁମ୍ଭକୁ ବି କ୍ଷମା ଦିଆଯିବ।

Verse Images for ମାଥିଉ 7:1-2

ମାଥିଉ 7:1-2 - “ଅନ୍ୟର ବିଗ୍ଭର କର ନାହିଁ, ତା'ହେଲେ ପରମେଶ୍ୱର ତୁମ୍ଭର ବିଗ୍ଭର କରିବେ ନାହିଁ। ତୁମ୍ଭେ ଅନ୍ୟର ବିଗ୍ଭର କଲେ ଠିକ୍ ସେହିଭଳି ତୁମ୍ଭର ବି ବିଗ୍ଭର କରାଯିବ। ତୁମ୍ଭେ ଅନ୍ୟକୁ ଯେଉଁଥିରେ ତଉଲିବ, ପରମେଶ୍ୱର ତୁମ୍ଭକୁ ସେହିଥିରେ ତଉଲିବେ। ତୁମ୍ଭେ ଅନ୍ୟକୁ କ୍ଷମା ଦେଲେ ତୁମ୍ଭକୁ ବି କ୍ଷମା ଦିଆଯିବ।ମାଥିଉ 7:1-2 - “ଅନ୍ୟର ବିଗ୍ଭର କର ନାହିଁ, ତା'ହେଲେ ପରମେଶ୍ୱର ତୁମ୍ଭର ବିଗ୍ଭର କରିବେ ନାହିଁ। ତୁମ୍ଭେ ଅନ୍ୟର ବିଗ୍ଭର କଲେ ଠିକ୍ ସେହିଭଳି ତୁମ୍ଭର ବି ବିଗ୍ଭର କରାଯିବ। ତୁମ୍ଭେ ଅନ୍ୟକୁ ଯେଉଁଥିରେ ତଉଲିବ, ପରମେଶ୍ୱର ତୁମ୍ଭକୁ ସେହିଥିରେ ତଉଲିବେ। ତୁମ୍ଭେ ଅନ୍ୟକୁ କ୍ଷମା ଦେଲେ ତୁମ୍ଭକୁ ବି କ୍ଷମା ଦିଆଯିବ।

Free Reading Plans and Devotionals related to ମାଥିଉ 7:1-2