YouVersion Logo
Search Icon

ମାଥିଉ 7:15-16

ମାଥିଉ 7:15-16 OERV

“ଭଣ୍ଡ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତାଙ୍କଠାରୁ ଦୂରରେ ରୁହ। ସେମାନେ ତୁମ୍ଭ ପାଖକୁ ମେଣ୍ଢା ଭଳି ସରଳ ଓ ଭଦ୍ର ଭାବରେ ଆସନ୍ତି। କିନ୍ତୁ ସେମାନେ ପ୍ରକୃତରେ ହିଂସ୍ର ଗଧିଆ ଭଳି ଅଟନ୍ତି। ତୁମ୍ଭେ ତାହାଙ୍କୁ ସେମାନଙ୍କର କାର୍ଯ୍ୟରୁ ଚିହ୍ନିବ। କଣ୍ଟା ବୁଦାରୁ ଯେପରି ଦ୍ରାକ୍ଷାରସ ମିଳେ ନାହିଁ କି ବଣୁଆ କଣ୍ଟାଗଛରୁ ଡିମିରି ଫଳ ଫଳେ ନାହିଁ, ସେହିପରି ଖରାପ ଲୋକଙ୍କ ଭିତରୁ ଭଲ ବିଷୟ ବାହାରି ନ ଥାଏ।

Free Reading Plans and Devotionals related to ମାଥିଉ 7:15-16