ମୀଖା 4:3
ମୀଖା 4:3 OERV
ତା'ପରେ ଅନେକ ଗୋଷ୍ଠୀର ଲୋକମାନଙ୍କ ପାଇଁ ପରମେଶ୍ୱର ବିଗ୍ଭରକ ହେବେ ଓ ଦୂରଦେଶୀୟ ଅନେକ ଲୋକମାନଙ୍କୁ ତାଙ୍କର ଶେଷ ନିଷ୍ପତ୍ତି ଜଣାଇବେ। ସେହି ଲୋକମାନେ ଯୁଦ୍ଧ ପାଇଁ ସେମାନଙ୍କର ଅସ୍ତ୍ର ତ୍ୟାଗ କରିବେ। ସେମାନେ ସେମାନଙ୍କର ଖଡ଼୍ଗରେ ଲଙ୍ଗଳ ତିଆରି କରିବେ ଏବଂ ବର୍ଛାକୁ ଭାଙ୍ଗି ଶସ୍ୟ କାଟିବାକୁ ଦାଆ ନିର୍ମାଣ କରିବେ। ଲୋକମାନେ ଅନ୍ୟ ସହିତ ଯୁଦ୍ଧ କରିବା ବନ୍ଦ କରିବେ। ଆଉ ଯୁଦ୍ଧ ପାଇଁ ତାଲିମ ମଧ୍ୟ କେବେ ନେବେ ନାହିଁ।





