YouVersion Logo
Search Icon

ରୋମୀୟ 12:4-5

ରୋମୀୟ 12:4-5 OERV

ଯେପରି ଆମ୍ଭ ସମସ୍ତଙ୍କର ଶରୀରଟିଏ ଅଛି ଓ ଏହି ଶରୀରରେ ଅନେକ ପ୍ରକାରର ଅଙ୍ଗ ଅଛି। ଏହି ଅଙ୍ଗ ଗୁଡ଼ିକ ଏକା ଭଳି କାମ କରନ୍ତି ନାହିଁ। ସେହିଭଳି ଆମ୍ଭେ ସଂଖ୍ୟାରେ ଅନେକ ଲୋକ, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ଆମ୍ଭେ ଏକ ଶରୀରର ବିଭିନ୍ନ ଅଙ୍ଗ ଭଳି ଆମ୍ଭେ ପ୍ରତ୍ୟେକ ଅନ୍ୟର ପରିପୂରକ।