YouVersion Logo
Search Icon

ରୋମୀୟ 16:25-27

ରୋମୀୟ 16:25-27 OERV

ପରମେଶ୍ୱର ହିଁ ତୁମ୍ଭକୁ ଦୃଢ଼ କରି ପାରନ୍ତି। ମୁଁ ତୁମ୍ଭମାନଙ୍କୁ ଦୃଢ଼ ଦେବା ପାଇଁ ଯେଉଁ ସମାଗ୍ଭର ପ୍ରଗ୍ଭର କରୁଛି ସେହି ସତ୍ୟ ସୃଷ୍ଟି ଆରମ୍ଭରୁ ଗୁପ୍ତ ଭାବରେ ଥିଲା। ପରମେଶ୍ୱର ତାହାକୁ ପ୍ରକାଶିତ କରିବା ପାଇଁ ଆଦେଶ ଦେଇଛନ୍ତି। ଏହି ଗୁପ୍ତ ସତ୍ୟ ଏବେ ଆମ୍ଭକୁ ଓ ସମସ୍ତଙ୍କୁ ଜ୍ଞାତ କରାଯାଇଛି। ଭବିଷ୍ୟ‌ଦ୍‌ବକ୍ତାମାନଙ୍କର ଲେଖା ଦ୍ୱାରା ତାହା ପ୍ରକାଶିତ ହେଲା। ଏହା ଦ୍ୱାରା ସମସ୍ତ ଲୋକମାନଙ୍କର ପରମେଶ୍ୱରଙ୍କ ପାଇଁ ବିଶ୍ୱାସ ଓ ଆଜ୍ଞାକାରିତା ବଢ଼ି ପାରିବ। ଯୀଶୁ ଖ୍ରୀଷ୍ଟଙ୍କ ଜରିଆରେ ଏକ ମାତ୍ର ଜ୍ଞାନବାନ ପରମେଶ୍ୱରଙ୍କର ମହିମା ଅନନ୍ତ କାଳ ପାଇଁ ବ୍ୟାପ୍ତ ରହୁ। ଆମେନ୍।