YouVersion Logo
Search Icon

ରୋମୀୟ 2:3-4

ରୋମୀୟ 2:3-4 OERV

ତୁମ୍ଭେ ଭୁଲକାମ କରୁଥିବା ଲୋକଙ୍କର ନ୍ୟାୟବିଗ୍ଭର କରୁଛ। କିନ୍ତୁ ତୁମ୍ଭେ ନିଜେ ମଧ୍ୟ ସେହିଭଳି ଭୁଲକାମ କରୁଛ। ସେଥିପାଇଁ ତୁମ୍ଭେ ଜାଣ ଯେ ପରମେଶ୍ୱର ନିଶ୍ଚିତ ଭାବରେ ତୁମ୍ଭର ନ୍ୟାୟବିଗ୍ଭର କରିବେ। ତୁମ୍ଭେ ବିଗ୍ଭରରୁ ରକ୍ଷା ପାଇ ପାରିବ ନାହିଁ। ପରମେଶ୍ୱର ତୁମ୍ଭ ପ୍ରତି ଅତି ଦୟାଳୁ। ସେ ତୁମ୍ଭ ପ୍ରତି ଧୈର୍ଯ୍ୟବାନ। ପରମେଶ୍ୱର ଅପେକ୍ଷା କରିଛନ୍ତି ଯେ, ତୁମ୍ଭେ ବଦଳି ଯାଅ। କିନ୍ତୁ ତୁମ୍ଭେ ତାହାଙ୍କର ଦୟାଳୁତା ବିଷୟରେ ଆଦୌ ଭାବୁ ନାହଁ। ଏହା ହୋଇପାରେ ଯେ, ତୁମ୍ଭେ ସମ୍ଭବତଃ ବୁଝିପାରୁ ନାହଁ ଯେ ତୁମ୍ଭକୁ ନିଜର ହୃଦୟ ଓ ଜୀବନ ବଦଳାଇବା ପାଇଁ ସୁଯୋଗ ଦେବା ଉଦ୍ଦେଶ୍ୟରେ ପରମେଶ୍ୱର ତୁମ୍ଭ ପ୍ରତି ଦୟାଳୁ ହୋଇଛନ୍ତି।

Free Reading Plans and Devotionals related to ରୋମୀୟ 2:3-4