ରୋମୀୟ 3:23-24
ରୋମୀୟ 3:23-24 OERV
ସମସ୍ତେ ପାପ କରିଛନ୍ତି ଓ ପରମେଶ୍ୱରଙ୍କ ମହିମା ପାଇବାରେ ଊଣା ପଡ଼ିଛନ୍ତି। ପରମେଶ୍ୱରଙ୍କ ଅନୁଗ୍ରହ ଦ୍ୱାରା ଲୋକେ ତାହାଙ୍କ ଦୃଷ୍ଟିରେ ଧାର୍ମିକ ହୁଅନ୍ତି। ଏହା ବିନା ମୂଲ୍ୟର ଅନୁଗ୍ରହଦାନ ଅଟେ। ଖ୍ରୀଷ୍ଟ ଯୀଶୁଙ୍କ ମାଧ୍ୟମରେ ପାପରୁ ମୁକ୍ତ ହୋଇ ଲୋକେ ପରମେଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ହୁଅନ୍ତି।











