ରୋମୀୟ 4:20-21
ରୋମୀୟ 4:20-21 OERV
କିନ୍ତୁ ପରମେଶ୍ୱରଙ୍କ ପ୍ରତି ତାହାଙ୍କର ବିଶ୍ୱାସ ଦୁର୍ବଳ ହେଲା ନାହିଁ। ପରମେଶ୍ୱର ତାହାଙ୍କୁ ଯାହା ପ୍ରତିଶ୍ରୁତି ଦେଇଛନ୍ତି ତାହା ସେ କରିବାରେ ସମର୍ଥ ଏଥିରେ ଅବ୍ରହାମ ଟିକେ ହେଲେ ସନ୍ଦେହ କଲେ ନାହିଁ। ବରଂ ତାହାଙ୍କର ବିଶ୍ୱାସ ଅଧିକ ଦୃଢ଼ ହେଲା ଓ ସେ ପରମେଶ୍ୱରଙ୍କୁ ଗୌରବ ଦେଲେ। ଅବ୍ରହାମ ଦୃଢ଼ ଭାବରେ ଅନୁଭବ କଲେ ଯେ ପରମେଶ୍ୱର ଯାହା ପ୍ରତିଶ୍ରୁତି ଦେଇଛନ୍ତି, ତାହା କରିବାରେ ସେ ସକ୍ଷମ ଥିଲେ।





