ରୋମୀୟ 4:7-8
ରୋମୀୟ 4:7-8 OERV
“ଲୋକେ ପ୍ରକୃତରେ ଧନ୍ୟ, ଯେତେବେଳେ ସେମାନଙ୍କର ଅପରାଧ କ୍ଷମା କରାଯାଏ, ଓ ଯେତେବେଳେ ସେମାନଙ୍କର ପାପଗୁଡ଼ିକୁ ଢାଙ୍କି ଦିଆ ଯାଏ! ଓ ସେ ଲୋକମାନେ ପ୍ରକୃତରେ ଧନ୍ୟ, ଯେତେବେଳେ ପାପରହିତ ଭାବେ ପରମେଶ୍ୱର ତାହାଙ୍କୁ ଗ୍ରହଣ କରି ନେଇଛନ୍ତି।”