YouVersion Logo
Search Icon

ରୋମୀୟ 5:5

ରୋମୀୟ 5:5 OERV

ଏହି ଭରସା ଆମ୍ଭକୁ କେବେ ହେଲେ ନିରାଶ କରିବ ନାହିଁ। କ’ଣ ପାଇଁ? କାରଣ ପରମେଶ୍ୱର ଆମ୍ଭର ହୃଦୟଗୁଡ଼ିକୁ ପୂର୍ଣ୍ଣ କରିବା ପାଇଁ ତାହାଙ୍କର ପ୍ରେମ ଢାଳି ଦେଲେ। ପରମେଶ୍ୱର ପବିତ୍ରଆତ୍ମା ମାଧ୍ୟମରେ ତାହାଙ୍କର ପ୍ରେମ ଦେଇଛନ୍ତି। ପରମେଶ୍ୱରଙ୍କ ତରଫରୁ ଆମ୍ଭ ପାଇଁ ପବିତ୍ରଆତ୍ମା ଅନୁଗ୍ରହ ଦାନ ଭାବରେ ଆସିଥିଲେ।

Verse Image for ରୋମୀୟ 5:5

ରୋମୀୟ 5:5 - ଏହି ଭରସା ଆମ୍ଭକୁ କେବେ ହେଲେ ନିରାଶ କରିବ ନାହିଁ। କ’ଣ ପାଇଁ? କାରଣ ପରମେଶ୍ୱର ଆମ୍ଭର ହୃଦୟଗୁଡ଼ିକୁ ପୂର୍ଣ୍ଣ କରିବା ପାଇଁ ତାହାଙ୍କର ପ୍ରେମ ଢାଳି ଦେଲେ। ପରମେଶ୍ୱର ପବିତ୍ରଆତ୍ମା ମାଧ୍ୟମରେ ତାହାଙ୍କର ପ୍ରେମ ଦେଇଛନ୍ତି। ପରମେଶ୍ୱରଙ୍କ ତରଫରୁ ଆମ୍ଭ ପାଇଁ ପବିତ୍ରଆତ୍ମା ଅନୁଗ୍ରହ ଦାନ ଭାବରେ ଆସିଥିଲେ।