YouVersion Logo
Search Icon

ରୋମୀୟ 6:17-18

ରୋମୀୟ 6:17-18 OERV

ଅତୀତରେ ତୁମ୍ଭେମାନେ ପାପର ଦାସ ଥିଲ, ପାପ ତୁମ୍ଭମାନଙ୍କୁ ନିୟନ୍ତ୍ରଣ କରି ରଖିଥିଲା। କିନ୍ତୁ ପରମେଶ୍ୱରଙ୍କୁ ଧନ୍ୟବାଦ ଦିଅ, ଯେ ତୁମ୍ଭମାନଙ୍କୁ ଯାହା ଶିକ୍ଷା ଦିଆଗଲା ତାହା ତୁମ୍ଭେମାନେ ସମସ୍ତ ହୃଦୟର ସହିତ ପାଳନ କଲ। ତୁମ୍ଭମାନଙ୍କୁ ପାପରୁ ମୁକ୍ତ କରାହେଲା ଓ ଏବେ ତୁମ୍ଭେମାନେ ଧାର୍ମିକତାର ଦାସ ହୋଇଛ।