ରୋମୀୟ 8:16-17
ରୋମୀୟ 8:16-17 OERV
ଆମ୍ଭେ ପରମେଶ୍ୱରଙ୍କର ସନ୍ତାନ ବୋଲି କହିବା ଲାଗି ସେହି ଆତ୍ମା ଆମ୍ଭ ଆତ୍ମା ସହିତ ଯୋଡ଼ି ହୁଅନ୍ତି। ଆମ୍ଭେ ଯଦି ପରମେଶ୍ୱରଙ୍କର ସନ୍ତାନ, ତା'ହେଲେ ପରମେଶ୍ୱର ତାହାଙ୍କ ଲୋକଙ୍କ ପାଇଁ ଯେଉଁ ଆଶୀର୍ବାଦ ରଖିଛନ୍ତି, ତାହା ଆମ୍ଭକୁ ମିଳିବ। ଆମ୍ଭେ ଏହା ପରମେଶ୍ୱରଙ୍କଠାରୁ ପାଇବୁ। ଖ୍ରୀଷ୍ଟଙ୍କ ସହିତ ଆମ୍ଭେ ମଧ୍ୟ ଏହି ଆଶୀର୍ବାଦ ପାଇବୁ। କିନ୍ତୁ ଖ୍ରୀଷ୍ଟଙ୍କ ଭଳି ଆମ୍ଭେ କଷ୍ଟ ପାଇବା ଦରକାର। ତାହାହେଲେ ଖ୍ରୀଷ୍ଟଙ୍କ ଭଳି ଆମ୍ଭେ ମଧ୍ୟ ମହିମାର ଅଧିକାରୀ ହେବା।





