YouVersion Logo
Search Icon

ଯିଖରିୟ 8:16-17

ଯିଖରିୟ 8:16-17 OERV

ତୁମ୍ଭେମାନେ ଏହିସବୁ ନିଶ୍ଚୟ କରିବ, “ତୁମ୍ଭର ପଡ଼ୋଶୀମାନଙ୍କୁ ସତ୍ୟ କୁହ। ତୁମ୍ଭେମାନେ ତୁମ୍ଭମାନଙ୍କର ନଗରମାନଙ୍କରେ ସତ୍ୟତା ଏବଂ ନ୍ୟାୟପୂର୍ଣ୍ଣ ବିଗ୍ଭର କର। ତୁମ୍ଭର ପ୍ରତିବାସୀର କ୍ଷତି କରିବାକୁ ତୁମ୍ଭ ହୃଦୟରେ କୌଣସି ମନ୍ତ୍ରଣା କର ନାହିଁ। ମିଥ୍ୟା ଶପଥ କରିବାକୁ ଭଲ ପାଅ ନାହିଁ। କାରଣ ଆମ୍ଭେ ସେହିସବୁକୁ ଘୃଣା କରୁ।” ସଦାପ୍ରଭୁ ଏହିସବୁ କହିଲେ।