Logotip de YouVersion
La BíbliaPlansVídeos
Aconsegueix l'aplicació
Selector d'idiomes
Icona de cerca

Versets bíblics populars de ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 14

1

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 14:20

ଓଡିଆ ବାଇବେଲ

ORYIRV

ସର୍ବୋପରିସ୍ଥ ପରମେଶ୍ୱର ଧନ୍ୟ ହେଉନ୍ତୁ, ସେ ତୁମ୍ଭର ଶତ୍ରୁଗଣଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କଲେ।” ସେତେବେଳେ (ଅବ୍ରାମ) ସବୁ ଦ୍ରବ୍ୟର ଦଶମାଂଶ ତାଙ୍କୁ ଦେଲେ।

Compara

Explorar ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 14:20

2

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 14:18-19

ଓଡିଆ ବାଇବେଲ

ORYIRV

ପୁଣି, ଶାଲେମ୍‍ର ରାଜା ମଲ୍‍କୀଷେଦକ ରୁଟି ଓ ଦ୍ରାକ୍ଷାରସ ଘେନି ଆସିଲେ; ସେ ସର୍ବୋପରିସ୍ଥ ପରମେଶ୍ୱରଙ୍କର ଯାଜକ; ସେ ଅବ୍ରାମଙ୍କୁ ଆଶୀର୍ବାଦ କରି କହିଲେ, “ଅବ୍ରାମ ସ୍ୱର୍ଗ ଓ ପୃଥିବୀର ଅଧିକାରୀ ସର୍ବୋପରିସ୍ଥ ପରମେଶ୍ୱରଙ୍କର ଆଶୀର୍ବାଦପାତ୍ର ହେଉନ୍ତୁ

Compara

Explorar ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 14:18-19

3

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 14:22-23

ଓଡିଆ ବାଇବେଲ

ORYIRV

ତହିଁରେ ଅବ୍ରାମ ସଦୋମର ରାଜାକୁ ଉତ୍ତର କଲେ, “ମୁଁ ସ୍ୱର୍ଗ ଓ ପୃଥିବୀର ଅଧିକାରୀ ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହସ୍ତ ଉଠାଇ କହିଅଛି ଯେ, ମୁଁ ତୁମ୍ଭର କିଛି ନେବି ନାହିଁ, ଖଣ୍ଡିଏ ସୂତା କି ଜୋତାର ବନ୍ଧନୀ ହିଁ ନେବି ନାହିଁ; ପଛେ ଅବା ତୁମ୍ଭେ କହିବ, ଆମ୍ଭେ ଅବ୍ରାମକୁ ଧନବାନ କରିଅଛୁ।

Compara

Explorar ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 14:22-23

Capítol anterior
Capítol següent
YouVersion

Animant-te i desafiant-te a buscar la intimitat amb Déu cada dia.

Ministeri

Sobre

Carreres

Fes-te voluntari

Blog

Premsa

Enllaços útils

Ajuda

Fer un donatiu

Versions de la Bíblia

Bíblia en àudio

Idiomes de la Bíblia

Verset del dia


Un Ministeri Digital de

Life.Church
Català

©2026 Life.Church / YouVersion

Política de privacitatCondicions d'ús
Programa de divulgació de vulnerabilitats
FacebookTwitterInstagramYouTubePinterest