Logotip de YouVersion
La BíbliaPlansVídeos
Aconsegueix l'aplicació
Selector d'idiomes
Icona de cerca

Versets bíblics populars de ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 5

1

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 5:24

ଓଡିଆ ବାଇବେଲ

ORYIRV

ହନୋକ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ; ଆଉ ସେ ଅନ୍ତର୍ହିତ ହେଲେ; ଯେହେତୁ ପରମେଶ୍ୱର ତାଙ୍କୁ ଗ୍ରହଣ କଲେ।

Compara

Explorar ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 5:24

2

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 5:22

ଓଡିଆ ବାଇବେଲ

ORYIRV

ମଥୂଶେଲହର ଜନ୍ମ ଉତ୍ତାରେ ହନୋକ ତିନିଶହ ବର୍ଷ ପର୍ଯ୍ୟନ୍ତ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ, ପୁଣି, ସେ ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ

Compara

Explorar ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 5:22

3

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 5:1

ଓଡିଆ ବାଇବେଲ

ORYIRV

ଆଦମଙ୍କର ବଂଶାବଳୀର ବୃତ୍ତାନ୍ତ ଏହି। ଯେଉଁ ଦିନ ପରମେଶ୍ୱର ମନୁଷ୍ୟକୁ ସୃଷ୍ଟି କଲେ, ସେହି ଦିନ ପରମେଶ୍ୱରଙ୍କ ସାଦୃଶ୍ୟରେ ସେ ତାଙ୍କୁ ନିର୍ମାଣ କଲେ

Compara

Explorar ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 5:1

4

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 5:2

ଓଡିଆ ବାଇବେଲ

ORYIRV

ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ; ଆଉ ସେମାନେ ସୃଷ୍ଟ ହେବା ଦିନ ସେମାନଙ୍କୁ ଆଶୀର୍ବାଦ କରି ଆଦମ (ମନୁଷ୍ୟ) ନାମ ଦେଲେ।

Compara

Explorar ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 5:2

Capítol anterior
Capítol següent
YouVersion

Animant-te i desafiant-te a buscar la intimitat amb Déu cada dia.

Ministeri

Sobre

Carreres

Fes-te voluntari

Blog

Premsa

Enllaços útils

Ajuda

Fer un donatiu

Versions de la Bíblia

Bíblia en àudio

Idiomes de la Bíblia

Verset del dia


Un Ministeri Digital de

Life.Church
Català

©2026 Life.Church / YouVersion

Política de privacitatCondicions d'ús
Programa de divulgació de vulnerabilitats
FacebookTwitterInstagramYouTubePinterest