1
୧ କରିନ୍ଥୀୟ 3:16
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
IRVOry
ତୁମ୍ଭେମାନେ କି ଜାଣ ନାହିଁ ଯେ, ତୁମ୍ଭେମାନେ ଈଶ୍ବରଙ୍କ ମନ୍ଦିର, ଆଉ ଈଶ୍ବରଙ୍କ ଆତ୍ମା ତୁମ୍ଭମାନଙ୍କ ଅନ୍ତରରେ ବାସ କରନ୍ତି
Compara
Explorar ୧ କରିନ୍ଥୀୟ 3:16
2
୧ କରିନ୍ଥୀୟ 3:11
କାରଣ ଯେଉଁ ଭିତ୍ତିମୂଳ ସ୍ଥାପିତ ହୋଇଅଛି, ତାହା ବ୍ୟତୀତ ଅନ୍ୟ ଭିତ୍ତିମୂଳ କେହି ସ୍ଥାପନ କରିପାରେ ନାହିଁ, ସେହି ଭିତ୍ତିମୂଳ ଯୀଶୁ ଖ୍ରୀଷ୍ଟ।
Explorar ୧ କରିନ୍ଥୀୟ 3:11
3
୧ କରିନ୍ଥୀୟ 3:7
ଅତଏବ, ଯେ ରୋପଣ କରେ କିମ୍ବା ଯେ ଜଳ ସେଚନ କରେ, ସେ କିଛି ନୁହେଁ, ମାତ୍ର ବୃଦ୍ଧି ସାଧନ କରନ୍ତି ଯେ ଈଶ୍ବର, ସେ ସାର।
Explorar ୧ କରିନ୍ଥୀୟ 3:7
4
୧ କରିନ୍ଥୀୟ 3:9
କାରଣ ଆମ୍ଭେମାନେ ଈଶ୍ବରଙ୍କ ସହକର୍ମୀ ତୁମ୍ଭେମାନେ ଈଶ୍ବରଙ୍କ କ୍ଷେତ୍ର, ଈଶ୍ବରଙ୍କ ଗୃହ।
Explorar ୧ କରିନ୍ଥୀୟ 3:9
5
୧ କରିନ୍ଥୀୟ 3:13
ତାହାହେଲେ ପ୍ରତ୍ୟେକ ଜଣର କର୍ମ କି ପ୍ରକାର, ତାହା ପ୍ରକାଶ ପାଇବ, କାରଣ ସେହି ଦିନ ତାହା ପ୍ରକାଶ କରିବ, ଯେଣୁ ସେହି ଦିନ ଅଗ୍ନି ସହିତ ପ୍ରକାଶିତ ହେବ, ଆଉ ପ୍ରତ୍ୟେକ ଲୋକର କର୍ମ କି ପ୍ରକାର, ସେହି ଅଗ୍ନି ପରୀକ୍ଷା କରିବ।
Explorar ୧ କରିନ୍ଥୀୟ 3:13
6
୧ କରିନ୍ଥୀୟ 3:8
ଯେ ରୋପଣ କରେ ଓ ଯେ ସେଚନ କରେ, ସେ ଦୁହେଁ ଏକ, କିନ୍ତୁ ପ୍ରତ୍ୟେକ ଜଣ ଆପଣା ପରିଶ୍ରମ ଅନୁସାରେ ନିଜର ପୁରସ୍କାର ପାଇବ।
Explorar ୧ କରିନ୍ଥୀୟ 3:8
7
୧ କରିନ୍ଥୀୟ 3:18
କେହି ଆପଣାକୁ ପ୍ରବଞ୍ଚନା ନ କରୁ। ଯଦି କୌଣସି ଲୋକ ଏହି ଯୁଗରେ ତୁମ୍ଭମାନଙ୍କ ମଧ୍ୟରେ ଆପଣାକୁ ଜ୍ଞାନୀ ବୋଲି ମନେ କରେ, ତେବେ ସେ ଯେପରି ଜ୍ଞାନୀ ହୋଇପାରେ, ଏଥିପାଇଁ ସେ ମୂର୍ଖ ହେଉ।
Explorar ୧ କରିନ୍ଥୀୟ 3:18