1
୨ କରିନ୍ଥୀୟ 8:9
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
IRVOry
କାରଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭେମାନେ ଜାଣ, ତୁମ୍ଭେମାନେ ଯେପରି ତାହାଙ୍କ ଦରିଦ୍ରତା ଦ୍ୱାରା ଧନବାନ ହୁଅ, ଏଥିପାଇଁ ସେ ଧନୀ ହେଲେ ହେଁ କିପରି ତୁମ୍ଭମାନଙ୍କ ନିମନ୍ତେ ଦରିଦ୍ର ହେଲେ।
Compara
Explorar ୨ କରିନ୍ଥୀୟ 8:9
2
୨ କରିନ୍ଥୀୟ 8:2
ସେମାନେ ମହା କ୍ଳେଶରୂପ ପରୀକ୍ଷାରେ ପଡ଼ିଲେ ହେଁ ସେମାନଙ୍କର ମହାନନ୍ଦ ଭୀଷଣ ଦରିଦ୍ରତା ମଧ୍ୟରେ ସୁଦ୍ଧା ପ୍ରଚୁରଭାବେ ଅସୀମ ବଦାନ୍ୟତା ଉତ୍ପନ୍ନ କରିଅଛି।
Explorar ୨ କରିନ୍ଥୀୟ 8:2