1
ପ୍ରେରିତ 12:5
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
IRVOry
ଅତଏବ ପିତର କାରାଗାରରେ ରୁଦ୍ଧ ହୋଇ ରହିଲେ, କିନ୍ତୁ ତାହାଙ୍କ ନିମନ୍ତେ ମଣ୍ଡଳୀ ଦ୍ୱାରା ଏକାଗ୍ରଭାବେ ଈଶ୍ବରଙ୍କ ଛାମୁରେ ପ୍ରାର୍ଥନା କରାଯାଉଥିଲା।
Compara
Explorar ପ୍ରେରିତ 12:5
2
ପ୍ରେରିତ 12:7
ଆଉ ଦେଖ, ପ୍ରଭୁଙ୍କର ଜଣେ ଦୂତ ଉପସ୍ଥିତ ହେଲେ, ପୁଣି, କୋଠରୀଟି ଆଲୋକମୟ ହେଲା, ଆଉ ସେ ପିତରଙ୍କ କକ୍ଷଦେଶରେ ଆଘାତ କରି ତାହାଙ୍କୁ ଉଠାଇ କହିଲେ, ଶୀଘ୍ର ଉଠ। ସେଥିରେ ତାହାଙ୍କ ହାତରୁ ଜଞ୍ଜିର ଖସିପଡ଼ିଲା।
Explorar ପ୍ରେରିତ 12:7