1
ପ୍ରେରିତ 17:27
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
IRVOry
ସେମାନେ ଯେପରି ଈଶ୍ବରଙ୍କର ଅନ୍ୱେଷଣ କରି କାଳେ ଦରାଣ୍ଡି ଦରାଣ୍ଡି ତାହାଙ୍କର ଉଦ୍ଦେଶ୍ୟ ପାଇ ପାରନ୍ତି, ଯଦ୍ୟପି ସେ ଆମ୍ଭମାନଙ୍କର କାହାରିଠାରୁ ଦୂରରେ ନାହାନ୍ତି।
Compara
Explorar ପ୍ରେରିତ 17:27
2
ପ୍ରେରିତ 17:26
ଆଉ, ସେ ପୃଥିବୀର ସର୍ବତ୍ର ବାସ କରିବା ନିମନ୍ତେ ଏକ ବ୍ୟକ୍ତିଠାରୁ ସମସ୍ତ ମାନବଜାତି ସୃଷ୍ଟି କରିଅଛନ୍ତି; ସେ ସେମାନଙ୍କର ନିର୍ଦ୍ଦିଷ୍ଟ କାଳ ଓ ନିବାସର ସୀମା ସ୍ଥିର କରିଅଛନ୍ତି
Explorar ପ୍ରେରିତ 17:26
3
ପ୍ରେରିତ 17:24
ଯେଉଁ ଈଶ୍ବର ଜଗତ ଓ ତନ୍ମଧ୍ୟସ୍ଥ ସମସ୍ତ ପଦାର୍ଥ ସୃଷ୍ଟି କରିଅଛନ୍ତି, ସେ ସ୍ୱର୍ଗ ଓ ପୃଥିବୀର ପ୍ରଭୁ ହେବାରୁ ହସ୍ତନିର୍ମିତ ମନ୍ଦିର-ସମୂହରେ ବାସ କରନ୍ତି ନାହିଁ
Explorar ପ୍ରେରିତ 17:24
4
ପ୍ରେରିତ 17:31
କାରଣ ଯେଉଁ ଦିନ ସେ ଆପଣା ନିରୂପିତ ବ୍ୟକ୍ତିଙ୍କ ଦ୍ୱାରା ଧାର୍ମିକତାରେ ଜଗତର ବିଚାର କରିବେ, ଏହିପରି ଗୋଟିଏ ଦିନ ସ୍ଥିର କରିଅଛନ୍ତି, ଆଉ ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉତ୍ଥାପନ କରି ଏହି ବିଷୟରେ ସମସ୍ତଙ୍କ ନିକଟରେ ପ୍ରମାଣ ଦେଇଅଛନ୍ତି।
Explorar ପ୍ରେରିତ 17:31
5
ପ୍ରେରିତ 17:29
ତେବେ, ଆମ୍ଭେମାନେ ଈଶ୍ବରଙ୍କର ବଂଶ ହେବାରୁ ଈଶ୍ବରଙ୍କ ସ୍ୱରୂପକୁ ମନୁଷ୍ୟର ଶିଳ୍ପ ଓ କଳ୍ପନା ଅନୁସାରେ ଖୋଦିତ ସ୍ୱର୍ଣ୍ଣ କି ରୌପ୍ୟ କି ପ୍ରସ୍ତର ତୁଲ୍ୟ ବୁଝିବା ଆମ୍ଭମାନଙ୍କର ଉଚିତ୍ ନୁହେଁ।
Explorar ପ୍ରେରିତ 17:29