1
ପ୍ରେରିତ 19:6
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
IRVOry
ଆଉ ପାଉଲ ସେମାନଙ୍କ ଉପରେ ହସ୍ତାର୍ପଣ କରନ୍ତେ ପବିତ୍ର ଆତ୍ମା ସେମାନଙ୍କ ଉପରେ ଅବତରଣ କଲେ, ପୁଣି, ସେମାନେ ନାନା ଭାଷାରେ କଥା କହିବାକୁ ଓ ଭାବବାଣୀ ମଧ୍ୟ କହିବାକୁ ଲାଗିଲେ।
Compara
Explorar ପ୍ରେରିତ 19:6
2
ପ୍ରେରିତ 19:11-12
ପୁଣି, ଈଶ୍ବର ପାଉଲଙ୍କ ହସ୍ତ ଦ୍ୱାରା ଅସାମାନ୍ୟ ଅଦ୍ଭୁତ କାର୍ଯ୍ୟ ସାଧନ କରୁଥିଲେ, ଏପରିକି ତାହାଙ୍କ ଦେହରୁ ରୁମାଲ କିମ୍ବା ଗାମୁଛା ରୋଗୀମାନଙ୍କ ନିକଟକୁ ଅଣା ଯାଆନ୍ତେ ସେମାନଙ୍କଠାରୁ ରୋଗ ଛାଡ଼ିଯାଉଥିଲା ଓ ମନ୍ଦ-ଆତ୍ମାଗୁଡ଼ାକ ବାହାରିଯାଉଥିଲେ।
Explorar ପ୍ରେରିତ 19:11-12
3
ପ୍ରେରିତ 19:15
ସେଥିରେ ମନ୍ଦ-ଆତ୍ମା ସେମାନଙ୍କୁ ଉତ୍ତର ଦେଲା, ଆମ୍ଭେ ଯୀଶୁଙ୍କୁ ଜାଣୁ ଓ ପାଉଲଙ୍କୁ ଚିହ୍ନୁଁ; ମାତ୍ର ତୁମ୍ଭେମାନେ କିଏ?
Explorar ପ୍ରେରିତ 19:15