1
ପ୍ରେରିତ 27:25
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
IRVOry
ଅତଏବ, ମହାଶୟମାନେ, ସାହସ ଧରନ୍ତୁ, କାରଣ ଈଶ୍ବରଙ୍କଠାରେ ମୋହର ବିଶ୍ୱାସ ଅଛି ଯେ, ମୋତେ ଯେପରି କୁହା ହୋଇଅଛି, ଠିକ୍ ସେହିପରି ଘଟିବ।
Compara
Explorar ପ୍ରେରିତ 27:25
2
ପ୍ରେରିତ 27:23-24
ଯେଣୁ ମୁଁ ଯେଉଁ ଈଶ୍ବରଙ୍କର ଲୋକ, ପୁଣି, ଯାହାଙ୍କର ମଧ୍ୟ ମୁଁ ସେବା କରେ, ତାହାଙ୍କର ଜଣେ ଦୂତ ଏହି ରାତ୍ରିରେ ମୋ ପାଖରେ ଠିଆ ହୋଇ କହିଲେ, ପାଉଲ, ଭୟ କର ନାହିଁ; କାଇସରଙ୍କର ସମ୍ମୁଖରେ ତୁମ୍ଭକୁ ଠିଆ ହେବାକୁ ହେବ, ଆଉ ଦେଖ, ତୁମ୍ଭର ସହଯାତ୍ରୀ ସମସ୍ତଙ୍କୁ ଈଶ୍ବର ତୁମ୍ଭକୁ ଦାନ କରିଅଛନ୍ତି।
Explorar ପ୍ରେରିତ 27:23-24
3
ପ୍ରେରିତ 27:22
ଯାହା ହେଉ, ଏବେ ମୁଁ ଆପଣମାନଙ୍କୁ କହୁଅଛି, ସାହସ ଧରନ୍ତୁ, କାରଣ ଆପଣମାନଙ୍କ ମଧ୍ୟରେ କାହାର ପ୍ରାଣନାଶ ହେବ ନାହିଁ, କେବଳ ଜାହାଜ ନଷ୍ଟ ହେବ।
Explorar ପ୍ରେରିତ 27:22