1
ପ୍ରେରିତ 7:59-60
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
IRVOry
ଯେତେବେଳେ ସେମାନେ ସ୍ତିଫାନଙ୍କୁ ପଥର ଫୋପାଡ଼ି ମାରୁଥିଲେ, ସେତେବେଳେ ସେ ପ୍ରାର୍ଥନା କରି କହିଲେ, “ହେ ପ୍ରଭୁ ଯୀଶୁ, ମୋହର ଆତ୍ମା ଗ୍ରହଣ କର।” ପୁଣି, ସେ ଆଣ୍ଠୋଇପଡ଼ି ଉଚ୍ଚସ୍ୱରରେ ଡାକି କହିଲେ, ହେ ପ୍ରଭୁ, ଏହି ପାପ ଏମାନଙ୍କ ବିରୁଦ୍ଧରେ ଗଣନା କର ନାହିଁ। ସେ ଏହା କହି ମହାନିଦ୍ରା ପ୍ରାପ୍ତ ହେଲେ।
Compara
Explorar ପ୍ରେରିତ 7:59-60
2
ପ୍ରେରିତ 7:49
‘ସ୍ୱର୍ଗ ଆମ୍ଭର ସିଂହାସନ, ପୃଥିବୀ ଆମ୍ଭର ପାଦପୀଠ; ପ୍ରଭୁ କହନ୍ତି, ତୁମ୍ଭେମାନେ ଆମ୍ଭ ନିମନ୍ତେ କି ପ୍ରକାର ଗୃହ ନିର୍ମାଣ କରିବ? କିମ୍ବା ଆମ୍ଭର ବିଶ୍ରାମସ୍ଥାନ କାହିଁ?
Explorar ପ୍ରେରିତ 7:49
3
ପ୍ରେରିତ 7:57-58
କିନ୍ତୁ ସେମାନେ ଉଚ୍ଚସ୍ୱରରେ ଚିତ୍କାର କରି ଆପଣା ଆପଣା କର୍ଣ୍ଣ ବନ୍ଦ କଲେ, ଆଉ ଏକସଙ୍ଗରେ ତାହାଙ୍କ ଉପରେ ମାଡ଼ିପଡ଼ିଲେ, ପୁଣି, ସେମାନେ ତାହାଙ୍କୁ ନଗରରୁ ବାହାର କରିଦେଇ ପଥର ଫୋପାଡ଼ି ମାରିବାକୁ ଲାଗିଲେ; ଆଉ, ସାକ୍ଷୀମାନେ ଶାଉଲ ନାମକ ଜଣେ ଯୁବକଙ୍କ ପାଦ ପାଖରେ ଆପଣା ଆପଣା ବସ୍ତ୍ର ରଖିଲେ।
Explorar ପ୍ରେରିତ 7:57-58