ପ୍ରେରିତ 12:5

ପ୍ରେରିତ 12:5 IRVORY

ଅତଏବ ପିତର କାରାଗାରରେ ରୁଦ୍ଧ ହୋଇ ରହିଲେ, କିନ୍ତୁ ତାହାଙ୍କ ନିମନ୍ତେ ମଣ୍ଡଳୀ ଦ୍ୱାରା ଏକାଗ୍ରଭାବେ ଈଶ୍ବରଙ୍କ ଛାମୁରେ ପ୍ରାର୍ଥନା କରାଯାଉଥିଲା।