ପ୍ରେରିତ 9:4-5
ପ୍ରେରିତ 9:4-5 IRVORY
ସେଥିରେ ସେ ଭୂମିରେ ପଡ଼ିଯାଇ ତାହାଙ୍କ ପ୍ରତି ଉକ୍ତ ଏହି ବାଣୀ ଶୁଣିଲେ, “ହେ ଶାଉଲ, ହେ ଶାଉଲ କାହିଁକି ଆମ୍ଭକୁ ତାଡ଼ନା କରୁଅଛ?” ସେ କହିଲେ, ହେ ପ୍ରଭୁ, ଆପଣ କିଏ? ଆଉ ସେ କହିଲେ, “ଯାହାଙ୍କୁ ତୁମ୍ଭେ ତାଡ଼ନା କରୁଅଛ, ଆମ୍ଭେ ସେହି ଯୀଶୁ।”