ମାଥିଉ 23:37

ମାଥିଉ 23:37 IRVORY

“ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷ ତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ।

Imatge del verset per a ମାଥିଉ 23:37

ମାଥିଉ 23:37 - “ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷ ତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ।