ମାର୍କ 12:41-42

ମାର୍କ 12:41-42 IRVORY

ପରେ ସେ ଭଣ୍ଡାର ସମ୍ମୁଖରେ ବସି ଲୋକସମୂହ କିପରି ଭଣ୍ଡାରରେ ପଇସା ପକାଉଅଛନ୍ତି, ତାହା ଦେଖୁଥିଲେ। ସେତେବେଳେ ଅନେକ ଧନୀ ଲୋକ ଭଣ୍ଡାରରେ ବେଶି ପକାଇଲେ; ଆଉ ଜଣେ ଦରିଦ୍ର ବିଧବା ଆସି ଏକ ପାହୁଲା ମୂଲ୍ୟର ଦୁଇ କ୍ଷୁଦ୍ର ମୁଦ୍ରା ଭଣ୍ଡାରରେ ପକାଇଲା।