ମାର୍କ 5:8-9
ମାର୍କ 5:8-9 IRVORY
କାରଣ ଯୀଶୁ ତାହାକୁ କହିବାକୁ ଯାଉଥିଲେ, “ରେ ଅଶୁଚି ଆତ୍ମା, ଏହି ଲୋକଠାରୁ ବାହାରିଯା।” ଆଉ ଯୀଶୁ ତାହାକୁ ପଚାରିଲେ, “ତୋର ନାଁ କଅଣ?” ସେ ତାହାକୁ କହିଲା, ମୋହର ନାଁ ବାହିନୀ, ଯେଣୁ ଆମେ ଅନେକ।