ମାର୍କ 8:37-38
ମାର୍କ 8:37-38 IRVORY
ପୁଣି, ମନୁଷ୍ୟ ଆପଣା ଜୀବନ ବଦଳରେ କଅଣ ଦେଇ ପାରେ? ଯେଣୁ ଯେ କେହି ଏହି କାଳର ବ୍ୟଭିଚାରୀ ଓ ପାପିଷ୍ଠ ଲୋକମାନଙ୍କ ମଧ୍ୟରେ ମୋହର ଓ ମୋହର ବାକ୍ୟ ବିଷୟରେ ଲଜ୍ଜାବୋଧ କରେ, ମନୁଷ୍ୟପୁତ୍ର ଯେତେବେଳେ ପବିତ୍ର ଦୂତମାନଙ୍କ ସହିତ ଆପଣା ପିତାଙ୍କ ମହିମାରେ ଆଗମନ କରିବେ, ସେତେବେଳେ ସେ ମଧ୍ୟ ତାହା ବିଷୟରେ ଲଜ୍ଜାବୋଧ କରିବେ।”

