ମାର୍କ 9:50

ମାର୍କ 9:50 IRVORY

ଲବଣ ଉତ୍ତମ, କିନ୍ତୁ ଲବଣ ଯଦି ଲବଣତ୍ୱହୀନ ହୁଏ, ତାହାହେଲେ ତାହାକୁ କାହିଁରେ ସ୍ୱାଦଯୁକ୍ତ କରିବ? ତୁମ୍ଭେମାନେ ଆପଣାଠାରେ ଲବଣତ୍ଵ ରଖ ଏବଂ ପରସ୍ପର ସହିତ ଶାନ୍ତିରେ ରୁହ।