ରୋମୀୟ 10:15

ରୋମୀୟ 10:15 IRVORY

ପୁଣି, ପ୍ରେରିତ ନ ହେଲେ କିପରି ପ୍ରଚାର କରିବେ? ଯେପରି ଲେଖାଅଛି, “ଯେଉଁମାନେ ଶୁଭ ବିଷୟର ସୁସମାଚାର ଆଣନ୍ତି, ସେମାନଙ୍କର ପାଦ କିପରି ଶୋଭାଯୁକ୍ତ।”