ରୋମୀୟ 15:5-6
ରୋମୀୟ 15:5-6 IRVORY
ଧୈର୍ଯ୍ୟ ଓ ସାନ୍ତ୍ୱନାଦାତା ଈଶ୍ବର ତୁମ୍ଭମାନଙ୍କୁ ଖ୍ରୀଷ୍ଟ ଯୀଶୁଙ୍କ ଅନୁରୂପରେ ପରସ୍ପର ଏକମନା ହେବାକୁ ଦିଅନ୍ତୁ, ଯେପରି ଏକଚିତ୍ତରେ ଏକ ମୁଖରେ ତୁମ୍ଭେମାନେ ଈଶ୍ବରଙ୍କ ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତାଙ୍କର ଗୌରବ କର।