1
ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 1:17
ଓଡିଆ ବାଇବେଲ
ORYIRV
ମାତ୍ର ସେହି ଧାତ୍ରୀମାନେ ପରମେଶ୍ୱରଙ୍କୁ ଭୟ କରିବାରୁ ମିସ୍ରୀୟ ରାଜାଙ୍କର ଆଜ୍ଞା ଅନୁସାରେ ନ କରି ପୁତ୍ରସନ୍ତାନମାନଙ୍କୁ ଜୀବିତ ରଖିଲେ।
Sammenlign
Udforsk ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 1:17
2
ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 1:12
ମାତ୍ର ସେମାନେ ସେମାନଙ୍କୁ ଯେତେ ଅଧିକ କ୍ଳେଶ ଦେଲେ, ସେମାନେ ସେତେ ଅଧିକ ବୃଦ୍ଧି ପାଇଲେ, ପୁଣି, ସେତେ ଅଧିକ ବ୍ୟାପି ଗଲେ। ଏହେତୁ ଇସ୍ରାଏଲର ସନ୍ତାନମାନଙ୍କ ନିମନ୍ତେ ସେମାନେ ଅତିଶୟ ଉଦ୍ବିଗ୍ନ ହେଲେ।
Udforsk ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 1:12
3
ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 1:21
ସେହି ଧାତ୍ରୀମାନେ ପରମେଶ୍ୱରଙ୍କୁ ଭୟ କରିବାରୁ ସେ ସେମାନଙ୍କ ବଂଶ ବୃଦ୍ଧି କଲେ।
Udforsk ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 1:21
4
ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 1:8
ଏଥିଉତ୍ତାରେ ଯେ ଯୋଷେଫଙ୍କୁ ଜାଣି ନ ଥିଲେ, ଏପରି ଏକ ନୂତନ ରାଜା ମିସର ଦେଶରେ ହେଲେ।
Udforsk ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 1:8