YouVersion-logo
BibelLæseplanerVideoer
Download appen
Sprogvælger
Søgeikon

Populære bibelvers fra ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 15

1

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 15:26

ଓଡିଆ ବାଇବେଲ

ORYIRV

“ତୁମ୍ଭେ ଯଦି ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ବାକ୍ୟରେ ମନୋଯୋଗ କର, ତାହାଙ୍କ ଦୃଷ୍ଟିରେ ଯାହା ଉଚିତ ତାହା କର, ତାହାଙ୍କ ଆଜ୍ଞାରେ କର୍ଣ୍ଣ ଦିଅ ଓ ତାହାଙ୍କ ବିଧି ସମସ୍ତ ପାଳନ କର, ତେବେ ଆମ୍ଭେ ମିସ୍ରୀୟ ଲୋକମାନଙ୍କୁ ଯେସବୁ ରୋଗ ଭୋଗ କରାଇଲୁ, ତାହାସବୁ ତୁମ୍ଭମାନଙ୍କୁ ଭୋଗ କରିବାକୁ ଦେବା ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭର ଆରୋଗ୍ୟକାରୀ।”

Sammenlign

Udforsk ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 15:26

2

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 15:2

ଓଡିଆ ବାଇବେଲ

ORYIRV

ସଦାପ୍ରଭୁ ଆମ୍ଭର ବଳ ଓ ଗାନ, ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି; ସେ ଆମ୍ଭର ପରମେଶ୍ୱର, ଆମ୍ଭେ ତାହାଙ୍କର ପ୍ରଶଂସା କରିବା; ସେ ଆମ୍ଭର ପୈତୃକ ପରମେଶ୍ୱର, ଆମ୍ଭେ ତାହାଙ୍କର ଗୁଣାନୁବାଦ କରିବା।

Sammenlign

Udforsk ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 15:2

3

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 15:11

ଓଡିଆ ବାଇବେଲ

ORYIRV

ହେ ସଦାପ୍ରଭୁ, ଦେବଗଣ ମଧ୍ୟରେ ତୁମ୍ଭ ତୁଲ୍ୟ କିଏ ? ତୁମ୍ଭ ସମାନ ପବିତ୍ରତାରେ ଆଦରଣୀୟ, ପ୍ରଶଂସାରେ ଭୟାନକ ଓ ଆଶ୍ଚର୍ଯ୍ୟକ୍ରିୟାକାରୀ କିଏ ?

Sammenlign

Udforsk ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 15:11

4

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 15:13

ଓଡିଆ ବାଇବେଲ

ORYIRV

ତୁମ୍ଭେ ଆପଣା ଦୟାରେ ନିଜ ମୁକ୍ତ ଲୋକମାନଙ୍କୁ ଗମନ କରାଉଅଛ, ତୁମ୍ଭେ ଆପଣା ପରାକ୍ରମରେ ସେମାନଙ୍କୁ ପଥ କଢ଼ାଇ ତୁମ୍ଭ ପବିତ୍ର ନିବାସ ସ୍ଥାନକୁ ନେଇ ଯାଉଅଛ।

Sammenlign

Udforsk ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 15:13

5

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 15:23-25

ଓଡିଆ ବାଇବେଲ

ORYIRV

ତହୁଁ ସେମାନେ ମାରାଠାରେ ଉପସ୍ଥିତ ହୁଅନ୍ତେ, ତିକ୍ତତା ହେତୁରୁ ମାରାର ଜଳ ପାନ କରି ପାରିଲେ ନାହିଁ; ଏଣୁ ତାହାର ନାମ ମାରା ହେଲା। ସେତେବେଳେ ଲୋକମାନେ ମୋଶାଙ୍କ ବିରୁଦ୍ଧରେ ବଚସା କରି କହିଲେ, “ଆମ୍ଭେମାନେ କଅଣ ପିଇବା ?” ତହିଁରେ ସେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ସଦାପ୍ରଭୁ ତାଙ୍କୁ ଏକ ପ୍ରକାର କାଷ୍ଠ ଦେଖାଇଲେ, ସେ ତାହା ନେଇ ଜଳରେ ପକାନ୍ତେ, ଜଳ ମିଷ୍ଟ ହେଲା। ସେହି ସ୍ଥାନରେ ସଦାପ୍ରଭୁ ସେମାନଙ୍କ ନିମନ୍ତେ ବିଧି ଓ ଆଦେଶ ନିରୂପଣ କଲେ, ପୁଣି, ସେମାନଙ୍କର ପରୀକ୍ଷା ନେଇ କହିଲେ

Sammenlign

Udforsk ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 15:23-25

Forrige Kapitel
Næste Kapitel
YouVersion

Opmuntrer og udfordrer dig til at søge intimitet med Gud hver dag.

Tjeneste

Om

Karrierer

Bliv frivillig

Blog

Presse

Nyttige links

Hjælp

Donér

Bibeloversættelser

Lydbibler

Bibelsprog

Dagens vers


Et digitalt ministerium af

Life.Church
Dansk

©2026 Life.Church / YouVersion

PrivatlivspolitikBetingelser
Procedure for offentliggørelse af sikkerhedssårbarheder
FacebookTwitterInstagramYouTubePinterest