YouVersion-logo
BibelLæseplanerVideoer
Download appen
Sprogvælger
Søgeikon

Populære bibelvers fra ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 2

1

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 2:24-25

ଓଡିଆ ବାଇବେଲ

ORYIRV

ତହିଁରେ ପରମେଶ୍ୱର ସେମାନଙ୍କ ଆର୍ତ୍ତସ୍ୱର ଶୁଣିଲେ, ଆଉ ଅବ୍ରହାମ ଓ ଇସ୍‍ହାକ ଓ ଯାକୁବଙ୍କ ସହିତ କୃତ ଆପଣା ନିୟମ ସ୍ମରଣ କରି, ଇସ୍ରାଏଲ ସନ୍ତାନଗଣ ପ୍ରତି ଦୃଷ୍ଟିପାତ କଲେ ଓ ସେମାନଙ୍କ ଅବସ୍ଥା ଜାଣିଲେ।

Sammenlign

Udforsk ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 2:24-25

2

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 2:23

ଓଡିଆ ବାଇବେଲ

ORYIRV

ବହୁ କାଳ ଉତ୍ତାରେ ମିସ୍ରୀୟ ରାଜାଙ୍କର ମୃତ୍ୟୁୁ ହେଲା, ପୁଣି, ଇସ୍ରାଏଲ ସନ୍ତାନଗଣ ଦାସ୍ୟକର୍ମ ସକାଶୁ ହାହାକାର ଓ କ୍ରନ୍ଦନ କଲେ ଓ ଦାସ୍ୟକର୍ମ ସକାଶୁ ସେମାନଙ୍କ ଆର୍ତ୍ତନାଦ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେଲା।

Sammenlign

Udforsk ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 2:23

3

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 2:10

ଓଡିଆ ବାଇବେଲ

ORYIRV

ଏଥିଉତ୍ତାରେ ବାଳକ ବଢ଼ନ୍ତେ, ସେ ତାକୁ ନେଇ ଫାରୋଙ୍କର କନ୍ୟାକୁ ଦେଲା। ତହିଁରେ ବାଳକ ତାହାର ପୁତ୍ର ହେଲା। ତେଣୁ ସେ ତାହାର ନାମ ମୋଶା ଦେଲା; କାରଣ ସେ କହିଲା, “ମୁଁ ଜଳରୁ ଏହାକୁ ଆକର୍ଷଣ କଲି।”

Sammenlign

Udforsk ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 2:10

4

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 2:9

ଓଡିଆ ବାଇବେଲ

ORYIRV

ତେବେ ଫାରୋଙ୍କର କନ୍ୟା ତାହାଙ୍କୁ କହିଲା, “ତୁମ୍ଭେ ଏ ବାଳକକୁ ନେଇ ମୋ’ ନିମନ୍ତେ ସ୍ତନ୍ୟପାନ କରାଅ; ମୁଁ ତୁମ୍ଭକୁ ବେତନ ଦେବି,” ତହିଁରେ ସେହି ସ୍ତ୍ରୀ ବାଳକକୁ ନେଇ ସ୍ତନ୍ୟପାନ କରାଇଲା।

Sammenlign

Udforsk ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 2:9

5

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 2:5

ଓଡିଆ ବାଇବେଲ

ORYIRV

ଏଥିଉତ୍ତାରେ ଫାରୋଙ୍କ କନ୍ୟା ସ୍ନାନ ନିମନ୍ତେ ନଦୀକୁ ଆସନ୍ତେ, ତାହାର ସହଚରୀଗଣ ନଦୀ ତୀରରେ ଭ୍ରମଣ କରୁଥିଲେ। ଏଥିମଧ୍ୟରେ ସେ ନଳବନରେ ଗୋଟିଏ ପେଡ଼ି ଦେଖି ତାହା ଆଣିବାକୁ ଆପଣା ଦାସୀକୁ ପଠାଇଲେ।

Sammenlign

Udforsk ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 2:5

6

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 2:11-12

ଓଡିଆ ବାଇବେଲ

ORYIRV

କାଳକ୍ରମେ ମୋଶା ବଡ଼ ହେଲା ଉତ୍ତାରେ ଦିନକରେ ସେ ଆପଣା ଭ୍ରାତୃଗଣ ନିକଟକୁ ଯାଇ ସେମାନଙ୍କୁ ଭାର ବହିବାର ଦେଖିଲେ; ପୁଣି, ଜଣେ ମିସ୍ରୀୟ ତାହାର ଭ୍ରାତୃଗଣ ମଧ୍ୟରୁ ଜଣେ ଏବ୍ରୀଙ୍କୁ ପ୍ରହାର କରୁଥିବାର ଦେଖିଲେ। ଏହେତୁ ସେ ଏଣେତେଣେ ଅନାଇ କାହାକୁ ନ ଦେଖି ସେହି ମିସ୍ରୀୟକୁ ବଧ କରି ବାଲିରେ ପୋତି ଦେଲେ।

Sammenlign

Udforsk ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 2:11-12

Forrige Kapitel
Næste Kapitel
YouVersion

Opmuntrer og udfordrer dig til at søge intimitet med Gud hver dag.

Tjeneste

Om

Karrierer

Bliv frivillig

Blog

Presse

Nyttige links

Hjælp

Donér

Bibeloversættelser

Lydbibler

Bibelsprog

Dagens vers


Et digitalt ministerium af

Life.Church
Dansk

©2026 Life.Church / YouVersion

PrivatlivspolitikBetingelser
Procedure for offentliggørelse af sikkerhedssårbarheder
FacebookTwitterInstagramYouTubePinterest