YouVersion-logo
BibelLæseplanerVideoer
Download appen
Sprogvælger
Søgeikon

Populære bibelvers fra ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 20

1

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 20:2-3

ଓଡିଆ ବାଇବେଲ

ORYIRV

“ଯେ ତୁମ୍ଭକୁ ଦାସଗୃହ ସ୍ୱରୂପ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ତୁମ୍ଭର ସେହି ସଦାପ୍ରଭୁ ପରମେଶ୍ୱର ଆମ୍ଭେ ଅଟୁ।” ଆମ୍ଭ ସାକ୍ଷାତରେ ତୁମ୍ଭର ଆଉ କୌଣସି ଦେବତା ହେବ ନାହିଁ।

Sammenlign

Udforsk ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 20:2-3

2

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 20:4-5

ଓଡିଆ ବାଇବେଲ

ORYIRV

ତୁମ୍ଭେ ଆପଣା ନିମନ୍ତେ କୌଣସି ଖୋଦିତ ପ୍ରତିମା ନିର୍ମାଣ କରିବ ନାହିଁ; କି ଉପରିସ୍ଥ ସ୍ୱର୍ଗରେ, କି ନୀଚସ୍ଥ ପୃଥିବୀରେ, କି ପୃଥିବୀର ନୀଚସ୍ଥ ଜଳରେ ଥିବା କୌଣସି ବସ୍ତୁର ପ୍ରତିମୂର୍ତ୍ତି ନିର୍ମାଣ କରିବ ନାହିଁ। ତୁମ୍ଭେ ସେମାନଙ୍କୁ ପ୍ରଣାମ କରିବ ନାହିଁ, କି ସେମାନଙ୍କର ସେବା କରିବ ନାହିଁ; ଯେହେତୁ ଆମ୍ଭେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ସ୍ୱଗୌରବ-ରକ୍ଷଣରେ ଉଦ୍‍ଯୋଗୀ ପରମେଶ୍ୱର ଅଟୁ, ପୁଣି, ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ଆମ୍ଭେ ସେମାନଙ୍କ ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନମାନଙ୍କ ଉପରେ ପୈତୃକ ଅପରାଧର ପ୍ରତିଫଳଦାତା

Sammenlign

Udforsk ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 20:4-5

3

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 20:12

ଓଡିଆ ବାଇବେଲ

ORYIRV

ତୁମ୍ଭେ ଆପଣା ପିତା ଓ ଆପଣା ମାତାଙ୍କୁ ସମ୍ଭ୍ରମ କର; ତହିଁରେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ ହେବ।

Sammenlign

Udforsk ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 20:12

4

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 20:8

ଓଡିଆ ବାଇବେଲ

ORYIRV

ବିଶ୍ରାମ ଦିନ ପବିତ୍ର ରୂପେ ପାଳିବାକୁ ସ୍ମରଣ କର।

Sammenlign

Udforsk ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 20:8

5

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 20:7

ଓଡିଆ ବାଇବେଲ

ORYIRV

ତୁମ୍ଭେ ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ନାମ ମିଥ୍ୟାରେ ନେବ ନାହିଁ; ଯେହେତୁ ଯେକେହି ତାହାଙ୍କର ନାମ ମିଥ୍ୟାରେ ନିଏ, ସଦାପ୍ରଭୁ ତାହାକୁ ନିରପରାଧ ଗଣନା କରିବେ ନାହିଁ।

Sammenlign

Udforsk ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 20:7

6

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 20:9-10

ଓଡିଆ ବାଇବେଲ

ORYIRV

ଛଅ ଦିନ ପରିଶ୍ରମ ଓ ଆପଣାର ସବୁ କର୍ମ କରିବ; ମାତ୍ର ସପ୍ତମ ଦିନ ତୁମ୍ଭ ସଦାପ୍ରଭୁ ପରମେଶ୍ୱରଙ୍କର ବିଶ୍ରାମ ଦିନ ଅଟେ; ତହିଁରେ ତୁମ୍ଭେ, କି ତୁମ୍ଭର ପୁତ୍ର, କି ତୁମ୍ଭର କନ୍ୟା, ତୁମ୍ଭର ଦାସ, କି ଦାସୀ, ତୁମ୍ଭର ପଶୁ, କି ତୁମ୍ଭର ନଗରଦ୍ୱାରବର୍ତ୍ତୀ ବିଦେଶୀ, କେହି କୌଣସି କାର୍ଯ୍ୟ କରିବ ନାହିଁ।

Sammenlign

Udforsk ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 20:9-10

7

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 20:17

ଓଡିଆ ବାଇବେଲ

ORYIRV

ତୁମ୍ଭେ ଆପଣା ପ୍ରତିବାସୀର ଗୃହକୁ ଲୋଭ କରିବ ନାହିଁ, ତୁମ୍ଭେ ଆପଣା ପ୍ରତିବାସୀର ଭାର୍ଯ୍ୟା, କି ଦାସ, କି ଦାସୀ, କି ତାହାର ଗୋରୁ, କି ଗଧ, କି ତୁମ୍ଭ ପ୍ରତିବାସୀର କୌଣସି ବସ୍ତୁକୁ ଲୋଭ କରିବ ନାହିଁ।

Sammenlign

Udforsk ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 20:17

8

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 20:16

ଓଡିଆ ବାଇବେଲ

ORYIRV

ତୁମ୍ଭେ ଆପଣା ପ୍ରତିବାସୀ ବିରୁଦ୍ଧରେ ମିଥ୍ୟା ସାକ୍ଷ୍ୟ ଦେବ ନାହିଁ।

Sammenlign

Udforsk ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 20:16

9

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 20:14

ଓଡିଆ ବାଇବେଲ

ORYIRV

ତୁମ୍ଭେ ବ୍ୟଭିଚାର କରିବ ନାହିଁ।

Sammenlign

Udforsk ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 20:14

10

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 20:13

ଓଡିଆ ବାଇବେଲ

ORYIRV

ତୁମ୍ଭେ ନରହତ୍ୟା କରିବ ନାହିଁ।

Sammenlign

Udforsk ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 20:13

11

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 20:15

ଓଡିଆ ବାଇବେଲ

ORYIRV

ତୁମ୍ଭେ ଚୋରି କରିବ ନାହିଁ।

Sammenlign

Udforsk ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 20:15

Forrige Kapitel
Næste Kapitel
YouVersion

Opmuntrer og udfordrer dig til at søge intimitet med Gud hver dag.

Tjeneste

Om

Karrierer

Bliv frivillig

Blog

Presse

Nyttige links

Hjælp

Donér

Bibeloversættelser

Lydbibler

Bibelsprog

Dagens vers


Et digitalt ministerium af

Life.Church
Dansk

©2026 Life.Church / YouVersion

PrivatlivspolitikBetingelser
Procedure for offentliggørelse af sikkerhedssårbarheder
FacebookTwitterInstagramYouTubePinterest