YouVersion-logo
BibelLæseplanerVideoer
Download appen
Sprogvælger
Søgeikon

Populære bibelvers fra ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 3

1

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 3:14

ଓଡିଆ ବାଇବେଲ

ORYIRV

ତହିଁରେ ପରମେଶ୍ୱର ମୋଶାଙ୍କୁ କହିଲେ, “ଆମ୍ଭେ ଯେ ଅଛୁ, ସେ ଅଛୁ,” ପୁଣି, ସେ କହିଲେ, “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କହିବ, ସ୍ୱୟମ୍ଭୂ (ଆମ୍ଭେ ଅଛୁ) ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇ ଅଛନ୍ତି।”

Sammenlign

Udforsk ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 3:14

2

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 3:12

ଓଡିଆ ବାଇବେଲ

ORYIRV

ତହୁଁ ସେ କହିଲେ, “ଆମ୍ଭେ ଅବଶ୍ୟ ତୁମ୍ଭର ସହବର୍ତ୍ତୀ ହେବା; ପୁଣି, ଆମ୍ଭେ ଯେ ତୁମ୍ଭକୁ ପ୍ରେରଣ କଲୁ, ତହିଁର ଏକ ଚିହ୍ନ ଜାଣିବ, ତୁମ୍ଭେ ମିସରରୁ ଲୋକସମୂହ ବାହାର କରି ଆଣିଲା ଉତ୍ତାରେ ତୁମ୍ଭେମାନେ ଏହି ପର୍ବତରେ ପରମେଶ୍ୱରଙ୍କର ସେବା କରିବ।”

Sammenlign

Udforsk ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 3:12

3

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 3:5

ଓଡିଆ ବାଇବେଲ

ORYIRV

ତହୁଁ ସେ କହିଲେ, “ତୁମ୍ଭେ ଏ ସ୍ଥାନର ନିକଟବର୍ତ୍ତୀ ହୁଅ ନାହିଁ, ତୁମ୍ଭ ପାଦରୁ ପାଦୁକା କାଢ଼; କାରଣ ତୁମ୍ଭେ ଯେଉଁ ସ୍ଥାନରେ ଛିଡ଼ା ହେଉଅଛ, ତାହା ପବିତ୍ର ଭୂମି।”

Sammenlign

Udforsk ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 3:5

4

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 3:7-8

ଓଡିଆ ବାଇବେଲ

ORYIRV

ଏଥିଉତ୍ତାରେ ସଦାପ୍ରଭୁ କହିଲେ, “ଆମ୍ଭେ ମିସର ଦେଶସ୍ଥିତ ଆପଣା ଲୋକମାନଙ୍କର କ୍ଳେଶ ନିତାନ୍ତ ଦେଖିଅଛୁ ଓ କାର୍ଯ୍ୟଶାସକମାନଙ୍କ କାରଣରୁ ହେଉଥିବା ସେମାନଙ୍କ ରୋଦନ ଶୁଣିଅଛୁ; ଆମ୍ଭେ ସେମାନଙ୍କର ଯନ୍ତ୍ରଣା ଜାଣିଅଛୁ। ଏହେତୁ ମିସ୍ରୀୟ ଲୋକମାନଙ୍କ ହସ୍ତରୁ ସେମାନଙ୍କୁ ଉଦ୍ଧାର କରିବାକୁ, ପୁଣି, ସେହି ଦେଶରୁ ଉତ୍ତମ ଓ ପ୍ରଶସ୍ତ ଏକ ଦେଶକୁ; ଅର୍ଥାତ୍‍, କିଣାନୀୟ, ହିତ୍ତୀୟ, ଇମୋରୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟମାନେ ଯେଉଁ ସ୍ଥାନରେ ଥା’ନ୍ତି, ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ସେମାନଙ୍କୁ ନେଇ ଯିବାକୁ ଓହ୍ଲାଇ ଆସିଲୁ।

Sammenlign

Udforsk ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 3:7-8

5

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 3:2

ଓଡିଆ ବାଇବେଲ

ORYIRV

ଏଥିରେ ଗୋଟିଏ ବୁଦା ମଧ୍ୟରୁ ଅଗ୍ନି ଶିଖାରେ ସଦାପ୍ରଭୁଙ୍କ ଦୂତ ତାଙ୍କୁ ଦର୍ଶନ ଦେଲେ; ତହୁଁ ସେ ଅନାଇଲେ, ଆଉ ଦେଖ, ବୁଦା ଅଗ୍ନିରେ ପ୍ରଜ୍ୱଳିତ ହେଉଅଛି, ତଥାପି ବୁଦା ନଷ୍ଟ ହେଉ ନାହିଁ।

Sammenlign

Udforsk ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 3:2

6

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 3:10

ଓଡିଆ ବାଇବେଲ

ORYIRV

ଏଣୁ ଏବେ ଆସ, ଆମ୍ଭେ ତୁମ୍ଭକୁ ଫାରୋ ନିକଟକୁ ପ୍ରେରଣ କରିବା, ତୁମ୍ଭେ ମିସରଠାରୁ ଆମ୍ଭର ଲୋକ ଇସ୍ରାଏଲ ସନ୍ତାନଗଣକୁ ବାହାର କରି ଆଣିବ।”

Sammenlign

Udforsk ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 3:10

Forrige Kapitel
Næste Kapitel
YouVersion

Opmuntrer og udfordrer dig til at søge intimitet med Gud hver dag.

Tjeneste

Om

Karrierer

Bliv frivillig

Blog

Presse

Nyttige links

Hjælp

Donér

Bibeloversættelser

Lydbibler

Bibelsprog

Dagens vers


Et digitalt ministerium af

Life.Church
Dansk

©2026 Life.Church / YouVersion

PrivatlivspolitikBetingelser
Procedure for offentliggørelse af sikkerhedssårbarheder
FacebookTwitterInstagramYouTubePinterest