1
ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 4:11-12
ଓଡିଆ ବାଇବେଲ
ORYIRV
ତହିଁରେ ସଦାପ୍ରଭୁ ତାହାଙ୍କୁ କହିଲେ, “ମନୁଷ୍ୟର ମୁଖ କିଏ ନିର୍ମାଣ କରିଅଛନ୍ତି ? ପୁଣି, ମନୁଷ୍ୟକୁ ମୂକ ବା ବଧିର ଅବା ଦୃଷ୍ଟିବିଶିଷ୍ଟ କିଅବା ଦୃଷ୍ଟିହୀନ କିଏ କରନ୍ତି ? ଆମ୍ଭେ ସଦାପ୍ରଭୁ କି ତାହା ନ କରୁ ? ଏଣୁ ଏବେ ଯାଅ, ଆମ୍ଭେ ତୁମ୍ଭ ମୁଖର ସହବର୍ତ୍ତୀ ହୋଇ ବକ୍ତବ୍ୟ କଥା ତୁମ୍ଭକୁ ଶିଖାଇବା।”
Sammenlign
Udforsk ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 4:11-12
2
ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 4:10
ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ହେ ପ୍ରଭୁ, ଏ ସମୟ ପୂର୍ବରେ, ଅବା ଆପଣ ନିଜ ଦାସ ସହିତ ଆଳାପ କଲା ଉତ୍ତାରେ ହେଁ ମୁଁ ବାକ୍ୟପତି ନୁହେଁ, ମାତ୍ର ମୁଁ ବାକ୍ୟରେ ଧୀର ଓ ଜଡ଼ଜିହ୍ୱ ଅଟେ।”
Udforsk ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 4:10
3
ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 4:14
ତହିଁରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା; ତେଣୁ ସେ କହିଲେ, “ଲେବୀୟ ହାରୋଣ କି ତୁମ୍ଭର ଭାଇ ନୁହେଁ ? ଆମ୍ଭେ ଜାଣୁ, ସେ ସୁବକ୍ତା। ଆଉ ଦେଖ, ସେ ତୁମ୍ଭ ସଙ୍ଗରେ ସାକ୍ଷାତ କରିବାକୁ ଆସୁଅଛି; ପୁଣି, ତୁମ୍ଭକୁ ଦେଖି ହୃଷ୍ଟଚିତ୍ତ ହେବ।
Udforsk ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 4:14