YouVersion-logo
BibelLæseplanerVideoer
Download appen
Sprogvælger
Søgeikon

Populære bibelvers fra ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 5

1

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 5:1

ଓଡିଆ ବାଇବେଲ

ORYIRV

ଏଥିଉତ୍ତାରେ ମୋଶା ଓ ହାରୋଣ ପ୍ରବେଶ କରି ଫାରୋଙ୍କୁ କହିଲେ, “ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱର କହନ୍ତି, ପ୍ରାନ୍ତରରେ ଆମ୍ଭ ଉଦ୍ଦେଶ୍ୟରେ ଉତ୍ସବ କରିବାକୁ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।”

Sammenlign

Udforsk ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 5:1

2

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 5:23

ଓଡିଆ ବାଇବେଲ

ORYIRV

କାରଣ ଯେଉଁ ଦିନାବଧି ମୁଁ ତୁମ୍ଭ ନାମରେ କଥା କହିବା ପାଇଁ ଫାରୋଙ୍କ ନିକଟକୁ ଆସିଲି, ସେହି ଦିନାବଧି ସେ ଏହି ଲୋକମାନଙ୍କର ଅମଙ୍ଗଳ କରିଅଛନ୍ତି, ପୁଣି, ତୁମ୍ଭେ ଆପଣା ଲୋକମାନଙ୍କର କିଛିମାତ୍ର ଉଦ୍ଧାର କରି ନାହଁ।”

Sammenlign

Udforsk ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 5:23

3

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 5:22

ଓଡିଆ ବାଇବେଲ

ORYIRV

ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କ ନିକଟକୁ ଫେରିଯାଇ କହିଲେ, “ହେ ପ୍ରଭୁ, ତୁମ୍ଭେ କାହିଁକି ଏହି ଲୋକମାନଙ୍କର ଅମଙ୍ଗଳ କରିଅଛ ? ତୁମ୍ଭେ କାହିଁକି ମୋତେ ପଠାଇଲ ?

Sammenlign

Udforsk ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 5:22

4

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 5:2

ଓଡିଆ ବାଇବେଲ

ORYIRV

ତହିଁରେ ଫାରୋ କହିଲେ, “ସଦାପ୍ରଭୁ କିଏ, ଯେ ଆମ୍ଭେ ତାହାର କଥା ମାନି ଇସ୍ରାଏଲକୁ ଯିବାକୁ ଦେବୁ ? ଆମ୍ଭେ ସଦାପ୍ରଭୁଙ୍କୁ ଚିହ୍ନି ନାହୁଁ ଓ ଇସ୍ରାଏଲକୁ ଯିବାକୁ ଦେବୁ ନାହିଁ।”

Sammenlign

Udforsk ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 5:2

5

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 5:8-9

ଓଡିଆ ବାଇବେଲ

ORYIRV

ପୁଣି, ପୂର୍ବରେ ସେମାନଙ୍କ ଉପରେ ଯେତେ ଇଟା ନିର୍ମାଣର ଭାର ଥିଲା, ଏବେ ସେହି ଭାର ଦିଅ; ତହିଁରୁ କିଛିମାତ୍ର ଊଣା କର ନାହିଁ; ଯେହେତୁ ସେମାନେ ଅଳସୁଆ ଅଟନ୍ତି; ଏଣୁ ଆମ୍ଭମାନଙ୍କୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାକୁ ଯିବାକୁ ଦିଅ ବୋଲି ଡାକ ପକାଉ ଅଛନ୍ତି; ଏହେତୁ ଏମାନେ କାର୍ଯ୍ୟ ଭାରରେ ଭାରାକ୍ରାନ୍ତ ହୋଇ ତହିଁରେ ବ୍ୟସ୍ତ ଥା’ନ୍ତୁ; ମିଥ୍ୟା କଥାରେ ଅବଧାନ ନ କରନ୍ତୁ।”

Sammenlign

Udforsk ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 5:8-9

Forrige Kapitel
Næste Kapitel
YouVersion

Opmuntrer og udfordrer dig til at søge intimitet med Gud hver dag.

Tjeneste

Om

Karrierer

Bliv frivillig

Blog

Presse

Nyttige links

Hjælp

Donér

Bibeloversættelser

Lydbibler

Bibelsprog

Dagens vers


Et digitalt ministerium af

Life.Church
Dansk

©2026 Life.Church / YouVersion

PrivatlivspolitikBetingelser
Procedure for offentliggørelse af sikkerhedssårbarheder
FacebookTwitterInstagramYouTubePinterest