YouVersion-logo
BibelLæseplanerVideoer
Download appen
Sprogvælger
Søgeikon

Populære bibelvers fra ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 13

1

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 13:15

ଓଡିଆ ବାଇବେଲ

ORYIRV

କାରଣ, ଏହି ଯେଉଁ ସକଳ ଦେଶ ତୁମ୍ଭେ ଦେଖୁଅଛ, ତାହା ଆମ୍ଭେ ତୁମ୍ଭକୁ ଓ ଯୁଗାନୁକ୍ରମେ ତୁମ୍ଭର ବଂଶକୁ ଦେବା।

Sammenlign

Udforsk ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 13:15

2

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 13:14

ଓଡିଆ ବାଇବେଲ

ORYIRV

ଏଥିଉତ୍ତାରେ ଅବ୍ରାମଙ୍କଠାରୁ ଲୋଟ ପୃଥକ ହେଲା ଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, ଏବେ ତୁମ୍ଭେ ଯେଉଁଠାରେ ଅଛ; ସେହିଠାରୁ ଅନାଇ ଉତ୍ତର, ଦକ୍ଷିଣ, ପୂର୍ବ ଓ ପଶ୍ଚିମ ଦିଗକୁ ଦୃଷ୍ଟିପାତ କର

Sammenlign

Udforsk ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 13:14

3

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 13:16

ଓଡିଆ ବାଇବେଲ

ORYIRV

ପୁଣି, ପୃଥିବୀର ଧୂଳି ପରି ଆମ୍ଭେ ତୁମ୍ଭର ବଂଶ ବୃଦ୍ଧି କରିବା; କେହି ଯଦି ପୃଥିବୀସ୍ଥ ଧୂଳି ଗଣି ପାରଇ, ତେବେ ତୁମ୍ଭର ବଂଶ ଗଣ୍ୟ ହେବ।

Sammenlign

Udforsk ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 13:16

4

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 13:8

ଓଡିଆ ବାଇବେଲ

ORYIRV

ଏଣୁ ଅବ୍ରାମ ଲୋଟଙ୍କୁ କହିଲେ, ମୁଁ ବିନୟ କରୁଅଛି, ତୁମ୍ଭ ଆମ୍ଭ ମଧ୍ୟରେ, ପୁଣି, ତୁମ୍ଭର ପଶୁପାଳକ ଓ ମୋହର ପଶୁପାଳକମାନଙ୍କ ମଧ୍ୟରେ ବିବାଦ ନ ହେଉ, କାରଣ ଆମ୍ଭେମାନେ ଭାଇ।

Sammenlign

Udforsk ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 13:8

5

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 13:18

ଓଡିଆ ବାଇବେଲ

ORYIRV

ସେତେବେଳେ ଅବ୍ରାମ ତମ୍ବୁ ତୋଳି ହିବ୍ରୋଣ ନିକଟସ୍ଥ ମମ୍ରିର ଅଲୋନ ବୃକ୍ଷ ମୂଳେ ଯାଇ ବାସ କଲେ, ପୁଣି, ସେଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୋଟିଏ ଯଜ୍ଞବେଦି ନିର୍ମାଣ କଲେ।

Sammenlign

Udforsk ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 13:18

6

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 13:10

ଓଡିଆ ବାଇବେଲ

ORYIRV

ସେତେବେଳେ ଲୋଟ ଅନାଇ ଦେଖିଲେ, ସୋୟର ପର୍ଯ୍ୟନ୍ତ ଯର୍ଦ୍ଦନର ସମସ୍ତ ପ୍ରାନ୍ତର ସଦାପ୍ରଭୁଙ୍କ ଉଦ୍ୟାନ ପରି ସର୍ବତ୍ର ସଜଳ ଓ ମିସର ଦେଶ ତୁଲ୍ୟ ଅଟଇ; କାରଣ ସେହି ସମୟରେ ସଦୋମ ଓ ହମୋରା ସଦାପ୍ରଭୁଙ୍କ ଦ୍ୱାରା ବିନଷ୍ଟ ହୋଇ ନ ଥିଲା।

Sammenlign

Udforsk ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 13:10

Forrige Kapitel
Næste Kapitel
YouVersion

Opmuntrer og udfordrer dig til at søge intimitet med Gud hver dag.

Tjeneste

Om

Karrierer

Bliv frivillig

Blog

Presse

Nyttige links

Hjælp

Donér

Bibeloversættelser

Lydbibler

Bibelsprog

Dagens vers


Et digitalt ministerium af

Life.Church
Dansk

©2026 Life.Church / YouVersion

PrivatlivspolitikBetingelser
Procedure for offentliggørelse af sikkerhedssårbarheder
FacebookTwitterInstagramYouTubePinterest